ମା’ଙ୍କ ଆବାହନରେ କୋରାପୁଟ ସହର ଉତ୍ସବମୁଖର

କୋରାପୁଟ,୫।୧୦(ସ୍ବ.ପ୍ର.): ମା’ଦୁର୍ଗାଙ୍କ ଆବାହନରେ ସମଗ୍ର କୋରାପୁଟ ସହର ଉତ୍ସବମୁଖର ହୋଇଉଠିଛି। ଶୁକ୍ରବାର ରାତିରେ ବିଲ୍ବବରଣ ପରେ ମା’ଙ୍କ ଷଷ୍ଠୀ ପୂଜା ଅନୁଷ୍ଠିତ ହୋଇ ଶନିବାର ସପ୍ତମୀ ପୂଜା ଚାଲିଛି। ଚଳିତବର୍ଷ ସହରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ସ୍ବଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗବେରଙ୍ଗ ଆଳୋକମାଳା ପୂଜା ମଣ୍ଡପକୁ ଅଧିକ ଆକର୍ଷଣୀୟ କରିଛି। ଘରୋଇ ବସମାଲିକ ସଂଘ, ଡିଏନ୍‌କେସ୍ଥିତ ରବିନ୍ଦ୍ର ମଣ୍ଡପ, ଜିଲା ପୋଲିସ ବିଭାଗ, ମଣ୍ଡଳ କାରାଗାର, ଇଣ୍ଡିଆନ ରିଜର୍ଭ ବାଟାଲିଆନ ପରିସର, କୋରାପୁଟ ବ୍ୟବସାୟୀ ସଂଘ ପକ୍ଷରୁ ସ୍ଥାନୀୟ ହାଟପଦା ମଣ୍ଡପରେ ମା’ଙ୍କ ପୂଜା ଧୂମ୍‌ଧାମରେ ଚାଲିଛି। ମଣ୍ଡପଗୁଡ଼ିକୁ ବୁଲି ଦେଖିବା ପାଇଁ ସହର ସମେତ ଗ୍ରାମାଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri