ମା’ଙ୍କୁ ଡରନ୍ତି ୧୦ ଲକ୍ଷ ଟଙ୍କା ଚାର୍ଜ କରୁଥିବା ଏହି ଲୋକପ୍ରିୟ ଅଭିନେତ୍ରୀ

 

ଭୋଜପୁରୀ ସିନେମାର ଅଭିନେତ୍ରୀ ଆମ୍ରାପାଲି ଦୁବେ ବର୍ତ୍ତମାନ ଚର୍ଚ୍ଚାରେ । ସେ ତାଙ୍କର ପ୍ରଥମ ଚଳଚ୍ଚିତ୍ର ‘ନିରହୁଆ ହିନ୍ଦୁସ୍ତାନୀ’ ସହିତ ଦର୍ଶକଙ୍କ ହୃଦୟ ଜିତିଥିଲେ। ୟୁପି ଏବଂ ବିହାରରେ ତାଙ୍କର ନୃତ୍ୟ ଏବଂ ଅଭିନୟର ଲକ୍ଷ ଲକ୍ଷ ପ୍ରଶଂସକ ଅଛନ୍ତି। ସେ ଚଳଚ୍ଚିତ୍ର ପିଛା ୧୦ ଲକ୍ଷ ଟଙ୍କା ଚାର୍ଜ କରନ୍ତି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଆମ୍ରାପାଲି ତାଙ୍କ ମା’ଙ୍କୁ ନ ପଚାରି କୌଣସି କାମ କରନ୍ତି ନାହିଁ। ସେ ତାଙ୍କ ମା’ଙ୍କୁ ବହୁତ ଭୟ କରନ୍ତି।

ଗଣମାଧ୍ୟମ ସହିତ ଏକ ବିଶେଷ ବାର୍ତ୍ତାଳାପ ସମୟରେ ଅମ୍ରାପାଲି କହିଛନ୍ତି, ସେ ତାଙ୍କ ମା’ଙ୍କୁ ଭୟ କରୁନ୍ତି। ଆଜିବି ମୋ ମା’ ମୋତେ ଜୋତାରେ ମାରନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri