ମାଛ ଧରିବାକୁ ଯାଇ ବୁଢ଼ାବଳଙ୍ଗରେ ଯୁବକ ନିଖୋଜ

ବଡ଼ସାହି,୨୩ା୫(ସ୍ବ.ପ୍ର.)-ବୁଢ଼ାବଳଙ୍ଗ ନଦୀରେ ମାଛ ଧରୁଥିବା ବେଳେ ଶନିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଚନ୍ଦନପୁର ପଞ୍ଚାୟତ ଅଧୀନ ମହୁପୁରା ଗ୍ରାମର ରଥ ମହାନ୍ତଙ୍କ ପୁଅ ରମାକାନ୍ତ(୩୨)। ଖବରପାଇ ବଡ଼ସାହି ଓ ବେତନଟୀ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri