ମାଟୋଆ ନିର୍ବାଚନ: ନାମାଙ୍କନପତ୍ର ଦାଖଲ ଶେଷ

ଯୋଡ଼ା, ୧।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଥିବା ମାଇନିଂ ଏରିଆ ଟ୍ରକ ଓନର ଆସୋସିଏଶନ(ମାଟୋଆ)ର ଆଗାମୀ ନିର୍ବାଚନ ନିମନ୍ତେ ଶୁକ୍ରବାର ଶେଷ ପଯର୍ର୍‌ୟାୟରେ ଜଣେ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସଂଘର ସମ୍ପାଦକ ଆସନ ପାଇଁ ମହେଶ କୁମାର ସିଂ ତାଙ୍କର ଶତାଧିକ ସମର୍ଥକଙ୍କ ସହ ମାଟୋଆ କାର୍ଯ୍ୟାଳୟକୁ ଯାଇ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ନିର୍ବାଚନରେ ସମୁଦାୟ ୧୧ ପ୍ରାର୍ଥୀ ବିଭିନ୍ନ ଆସନରେ ପ୍ରତିଦ୍ୱନ୍ଦିତା କରିବା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଆସନ୍ତା ଶନିବାର ଅର୍ଥାତ୍‌ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ଆସନ୍ତା ୩ରୁ ୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାର, ୫ରେ ଚୁଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ସେହିଭଳି ୯ ତାରିଖରେ ଭୋଟ ଗ୍ରହଣ ପରେ ଭୋଟ ଗଣତି ଓ ଫଳାଫଳ ଘୋଷଣା କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri