ମାଟ୍ରିକ୍‌ ନୋଡାଲ ସେଣ୍ଟରରେ ଅଗ୍ନିକାଣ୍ଡ: ପ୍ରଶ୍ନପତ୍ର ଥିବା ଷ୍ଟ୍ରଙ୍ଗ୍‌ରୁମ ପାର୍ଶ୍ୱ କିରାଣି କକ୍ଷରେ ଲାଗିଲା ନିଆଁ

ସଜନାଗଡ଼,୨୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବଜାରସ୍ଥିତ କୈଳାସ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଗୁରୁବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମାଟ୍ରିକ ପରୀକ୍ଷା ଲାଗି ଉକ୍ତ ବିଦ୍ୟାଳୟକୁ ନୋଡାଲ ସେଣ୍ଟର କରାଯାଇଥିବା ବେଳେ ୧୧ଟି କେନ୍ଦ୍ର ଯଥା ନୀଳଗିରି ବ୍ଲକର ୯ ଏବଂ ଓପଦା ବ୍ଲକର ୨ଟି କେନ୍ଦ୍ରର ପ୍ରଶ୍ନପତ୍ର ଗଚ୍ଛିତ ଥିଲା। ତେବେ ପ୍ରଶ୍ନପତ୍ର ଥିବା ଷ୍ଟ୍ରଙ୍ଗ୍‌ରୁମ ପାର୍ଶ୍ୱ କିରାଣି କକ୍ଷରେ ନିଆଁ ଲାଗିଥିଲା। କମ୍ପ୍ୟୁଟର, ପ୍ରିଣ୍ଟର ଆଦି ବିଭିନ୍ନ ସାମଗ୍ରୀରେ ନିଆଁ ଲାଗିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ନଷ୍ଟ ହେବା ପୂର୍ବରୁ ନୀଳଗିରି ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଖବରପାଇ ଜିଲା ଶିକ୍ଷାଧିକାରୀ, ବ୍ଲକ ଶିକ୍ଷାଧିକାରୀ, ନୀଳଗିରି ଥାନାଧିକାରୀ ଘଟଣାସ୍ଥଳରେ ପହଞ୍ଚି ପ୍ରଶ୍ନପତ୍ର ନଷ୍ଟ ହୋଇ ନ ଥିବା କହିଛନ୍ତି। ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡର? ସେଇଟା ପୁଣି କଣ… କୋଚ୍‌ ଗମ୍ଭୀର ଟିମ୍‌ ଇଣ୍ଡିଆର ବିଜୟକୁ କାହିଁକି କହିଲେ ବହୁତ ଖାସ୍‌…

ନୂଆଦିଲ୍ଲୀ,୧।୧୧: ସିରିଜ୍ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ବି ହେଉ, ଭାରତୀୟ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ନିଜ ବକ୍ତବ୍ୟ ରଖିବାରେ କେବେ ହେଲେ…

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନର ପ୍ରସ୍ତୁତି ବୈଠକ, ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରି…

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଶୁଚିସ୍ମିତା ବେହେରାଙ୍କ ଉପସ୍ଥିତିରେ ଏକ…

ରାସ୍ତା ନିର୍ମାଣ ଦାବିରେ ତେଜିଲା ଆନ୍ଦୋଳନ

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ଖୋଲଡି ଗାଁ ରାସ୍ତା ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବନ୍ୟା ପାଣିରେ ସମ୍ପୂର୍ଣ ଧୋଇ ଯାଇଛି।…

ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣଙ୍କ ସ୍ମୃତିସଭା

ପାଟଣା,୧ା୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କଣ୍ଟିଆପଡ଼ା ପଞ୍ଚଚାୟତ ଭଗପଶି ଗ୍ରାମ ବାସଭବନରେ ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣ ନାଏକଙ୍କ ଏକାଦଶ ଅବସରରେ ରବିବାର…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଯିବ ପାଣି: ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି କରି…

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ପ୍ରବଳ ପବନ ଓ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ…

ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗି ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ଇତିହାସ ରଚିଲେ ଇଶାନ କିଷନ

ନୂଆଦିଲ୍ଲୀ,୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ୫ମ ତଥା ଶେଷ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର ଅଭିଷେକ ଶର୍ମା ଏବଂ ସଞ୍ଜୁ ସାମସନ ଶସ୍ତାରେ ଆଉଟ୍ ହେବା ପରେ ବିସ୍ଫୋରକ…

ଗିଡ଼ିପାବାଲି, ଡାଙ୍ଗେଶିରେ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି, ଆହୁରି ୧୧ ଜଣଙ୍କ ପତ୍ତା ଏବେ ବି ମିଳୁନି

ଭଞ୍ଜନଗର,୧ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଇବାଲି ପଞ୍ଚାୟତର ଗିଡ଼ିପାବାଲିରେ ଘଟିଥିବା ଭୂସ୍ଖଳନ ଘଟଣାରେ ରବିବାର ଆଉ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଥିସହ ଗିଡ଼ିପାବାଲି…

ଭଉଣୀ ଘରେ ଛାଡ଼ି ଦେବାକୁ କହି ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର, ୨ ଅଭିଯୁକ୍ତଙ୍କୁ ଗିରଫ କରି…

ମାର୍ଶାଘାଇ,୧ା୧୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଜଣେ ୨୨ ବର୍ଷୀୟା ମାନସିକ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?