ମାଟ୍ରିକ୍‌ ପରୀକ୍ଷା ଆରମ୍ଭ: ୫ ଲକ୍ଷ ୬୦ ହଜାର ୯୦୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ସକାଳୁ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକୁ ପ୍ରଶ୍ନପତ୍ର ପହଞ୍ଚି ସାରିଥିବାବେଳେ ସକାଳ ୯ଟା ୨୦ରେ ପରୀକ୍ଷା କେନ୍ଦ୍ରର ଗେଟ ଖୋଲାଯାଇ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ର ଭିତରକୁ ଛଡ଼ାଯାଇଛି। ଦିନ ୧୦ଟାରେ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମେ ୧୦ଟାରୁ ୧୧ଟା ଯାଏ ସଂକ୍ଷିପ୍ତ ପ୍ରଶ୍ନର ଉତ୍ତର ଲେଖିବେ ଛାତ୍ରଛାତ୍ରୀ। ଏହାପରେ ଦିନ ୧୧ଟାରେ ଦୀର୍ଘ ଉତ୍ତରମୂଳକ ପ୍ରଶ୍ନର ସିଲ ଖୋଲାଯିବ। ଏହି ପରୀକ୍ଷା ସାଢେ ୧୨ଟା ଯାଏ ଚାଲିବ।
ଚଳିତବର୍ଷ ମୋଟ ୫ ଲକ୍ଷ ୬୦ ହଜାର ୯୦୫ ଜଣ ଛାତ୍ରୀଛାତ୍ର ୨ ହଜାର ୮ଶହ ୮୮କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି। ପ୍ରଶ୍ନପତ୍ର ରଖିବା ପାଇଁ ୩୦୭ଟି ନୋଡାଲ ସେଣ୍ଟର କରାଯାଇଛି। ୧୦୦୦ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri