କେନ୍ଦ୍ରାପଡା ଅଫିସ, ୧୧।୭
ଟାଉନ ଥାନାରେ ଅଟକ ଥିବା ସ୍ଥାନୀୟ ଏକ ମଦ୍ରାସାର ମୌଲବୀଙ୍କୁ ଗୁରୁବାର ଆପୋସ ବୁଝାମଣା ପରେ ଛାଡ଼ି ଦେଇଛି ପୋଲିସ। ହେଲେ ଏଥିପାଇଁ ମୌଲବୀ ମଦ୍ରାସା ଛାଡ଼ିବା ସହିତ ଚାକିରୀରୁ ଭିଆରଏସ୍ ନେବେ ବୋଲି ପ୍ରତିପକ୍ଷଙ୍କୁ ଲେଖିତ ଆକାରରେ ଦେଇଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ମଦ୍ରାସାରେ ବେଆଇନ କାର୍ଯ୍ୟ ଚାଲୁଥିବା ନେଇ ଅଭିଯୋଗ ଆସିଥିଲା। ଏ ନେଇ ଜମାତ ଅଲହଦିସେ ପକ୍ଷରୁ ମଦ୍ରାସାର ମୌଲବୀଙ୍କୁ ଉକ୍ତ ସ୍ଥାନ ଛାଡ଼ି ଚାଲିଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ସମ୍ପୃକ୍ତ ମୌଲବୀ କିଛିଦିନ ପାଇଁ ନିଜ ରାଜ୍ୟ ବିହାର ଚାଲିଯାଇଥିଲେ। ବୁଧବାର ମୌଲବୀ ତାଙ୍କ ପୁଅଙ୍କ ସହ ଆସି ସହରରେ ପହଞ୍ଚତ୍ବା ସହ ମଦ୍ରାସା ଛାଡ଼ିବା ପାଇଁ ନିର୍ଦ୍ଦେଶ ଦେଇଥିବା ଜମାତର ସଦସ୍ୟ ତଥା ସହରର ଫକିରାବାଦ ଅଞ୍ଚଳର ସେକ୍ ତଫିକଉଦ୍ଧିନଙ୍କୁ ତାଙ୍କ ଦୋକାନରେ ପଶି ମାଡ଼ ମାରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏ ନେଇ ଥାନରେ ଅଭିଯୋଗ ହେବା ପରେ ପୋଲିସ ସମ୍ପୃକ୍ତ ମୌଲବୀଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଥିଲା। ତେବେ ଏହି ଘଟଣାରେ ଉଭୟ ପକ୍ଷଙ୍କ ମଧ୍ୟରେ ଆପୋସ ବୁଝାମଣା ପରେ ପୋଲିସ ମୌଲବୀଙ୍କୁ ଛାଡ଼ି ଦେଇଥିବା ଜଣାପଡ଼ିଛି।
Posted inକେନ୍ଦ୍ରାପଡ଼ା View All
ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ
ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...
ଗର୍ଭବତୀ ବୋହୂଙ୍କୁ ଗୋଇଠା ମାରିଲେ ଶାଶୁ, ମୃତ ଛୁଆକୁ ଜନ୍ମ ଦେଇ ଚାଲିଗଲା ମା’ର ଜୀବନ
ମହାକାଳପଡ଼ା,୪। ୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ବତିଘର ପଞ୍ଚାୟତ କୋଚିଳା ବେଲାରୀ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ...
ମଶାଣି ନାହିଁ, ରାସ୍ତାକଡ଼ରେ ଜଳୁଛି ଜୁଇ
ମାର୍ଶାଘାଇ,୨୯ା୧୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଏକ ଅସହ୍ୟ ଦୃଶ୍ୟ, ଏକ ନିର୍ଦ୍ଦୟ ସତ୍ୟ କେନ୍ଦ୍ରାପଡ଼ା ଜିଲା, ମାର୍ଶାଘାଇ ବ୍ଲକ୍ ବଚ୍ଛରାଇ ପଞ୍ଚାୟତର କୂଳସାହି ଏକ ପଡ଼ା ଗ୍ରାମରେ ଦେଖିବାକୁ...
ପେଟ ପାଇଁ ନଦୀବାଲି ଭରସା, ବିପଦରେ ଜୀବନ: ପ୍ରଶାସନ ଦୃଷ୍ଟିଦେବାକୁ ଦାବି
ମହାକାଳପଡ଼ା, ୨୯ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ନଦୀନାଳରୁ ବେଆଇନ ଭାବେ ବାଲି ଉଠାଇ ବଡ଼ ବଡ଼ ଡଙ୍ଗାରେ ଚାଲାଣ କରି ବାଲି ବ୍ୟବସାୟୀମାନେ ବେଶ୍...
ଲାଞ୍ଚ ନେଇ ଧରାପଡିଲେ ଏଆରଆଇ
କେନ୍ଦ୍ରାପଡା,୨୫।୧୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲା ନିକିରାଇ ରାଜସ୍ବ ସର୍କଲର ଏଆରଆଇ ଅଭିମନ୍ୟୁ ବେହେରା ଲାଞ୍ଚ ନେଇ ମଙ୍ଗଳବାର ଧରା ପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ...
ଜବରଦଖଲରେ ସହରାଞ୍ଚଳ ଜଳପଥ, ଜଳଧାରଣ କ୍ଷମତା ହରାଇଛି ଗୋବରୀ
କେନ୍ଦ୍ରାପଡ଼ା,୨୦ା୧୧ (ଜଗନ୍ନାଥ ଧଳ): ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର...
ଦେଶ ସୁରକ୍ଷାରେ ଚିନ୍ତା ବଢ଼ାଉଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ
ମହାକାଳପଡ଼ା,୨୦ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଦେଶରେ ସୁରକ୍ଷା ଓ ଉପକୂଳ ଅଞ୍ଚଳରେ ବିଶେଷ କରି ବାଂଲାଦେଶୀ ଅନୁପ୍ରବେଶକାରୀ ଆଡ୍ଡା ଜମାଇବା ସହ ଦେଶ ପାଇଁ ବିପଦ...
ବାର୍ହା ଉପଦ୍ରବ: ଚାଷୀ ହିଡ଼ମୁଣ୍ଡରେ ମଞ୍ଚା ବାନ୍ଧି ରାତି ଅନିଦ୍ରା
ମହାକାଳପଡ଼ା, ୧୯ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପାଚିଲା ଧାନ ଜମିରେ ବାର୍ହା ପଲ ଉପଦ୍ରବ କରୁଛନ୍ତି। ବାର୍ହା କ୍ଷେତରେ ପ୍ରବେଶ...
Archives


