Posted inଜାତୀୟ

ମାଡ଼ି ଆସୁଛି ବାତ୍ୟା ‘କୟାର’: କର୍ନାଟକରେ ପ୍ରବଳ ବର୍ଷା; ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୨୬।୧୦: ବାତ୍ୟା ‘କୟାର’ ମାଡ଼ି ଆସୁଛି। ପଶ୍ଚିମ-କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଏହି ବାତ୍ୟା ପ୍ରଭାବରେ କର୍ନାଟକରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଲୋକଙ୍କୁ ସ୍ଥାନାନ୍ତର କରାଯିବା ସହିତ ମାଛଧରା ଡଙ୍ଗାଗୁଡ଼ିକୁ ସମୁଦ୍ରକୁ ନ ଯିବା ପାଇଁ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହା ରତ୍ନଗିରିଠାରୁ ୨ଶହ କିମି ତଥା ମୁମ୍ବାଇଠାରୁ ୩ଶହ୧୦ କିମି ଦୂରରେ କେନ୍ଦ୍ରୀତ ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସ୍ଥିତି ଏଭଳି ଖରାପ ରହିବ ବୋଲି ପାଣିପାଗ ବିଭାଗ କହିଛି। ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କୁ ଏଠାକୁ ନ ଆସିବାକୁ ପରାମର୍ଶ ଦିଆଯାଇଛି। ସୁରକ୍ଷା ଦୃଷ୍ଟିରୁ ଶହେରୁ ଅଧିକ ମାଛଧରା ଡ଼ଙ୍ଗାକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri