Posted inଜାତୀୟ

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ ଲାଣ୍ଡଫଲ୍‌ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ପବନର ବେଗ ଘଣ୍ଟା ପ୍ରତି ୭୫ କିଲୋମିଟରରୁ ୧୩୫ କିଲୋମିଟର ରହିବାର ଆଶଙ୍କା ରହିଛି। ବାତ୍ୟା ବାୟୁକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଥିବାବେଳେ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଉଉପକୂଳ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ଅସ୍ଥାୟୀ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଥିବା ସ୍ଥାନୀୟ ପ୍ରଶାସନ କହିଛି। ଉଦ୍ଧାରକାରୀ ଦଳଙ୍କୁ ସଜାଗ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ କଲେଜ ବନ୍ଦ କରାଯାଇଥିବାବେଳେ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri