ମାଡାମ ଟୁସାଡ୍‌ସରେ ପ୍ରିୟଙ୍କା

ଲଣ୍ଡନ: ପ୍ରିୟଙ୍କା ଚୋପ୍ରାଙ୍କ ମହମ ପ୍ରତିମୂର୍ତ୍ତି ମଙ୍ଗଳବାର ମାଡାମ ଟୁସାଡ୍ସ ଲଣ୍ଡନରେ ଅନାବରଣ ହୋଇଛି। ସେ ହେଉଛନ୍ତି ପ୍ରଥମ ବଲିଉଡ ଅଭିନେତ୍ରୀ ଯାହାଙ୍କ ପ୍ରତିମୂର୍ତ୍ତି ସେଠାରେ ସ୍ଥାନ ପାଇଛି। ପ୍ରିୟଙ୍କାଙ୍କ ଉପସ୍ଥିତିରେ ବିଶ୍ୱପ୍ରସିଦ୍ଧ ମହମ ମ୍ୟୁଜିୟମ୍‌ରେ ତାଙ୍କର ପ୍ରଥମ ପ୍ରତିମୂର୍ତ୍ତି ଅନାବରଣ ହୋଇଥିଲା। ପ୍ରିୟଙ୍କା ଚୋପ୍ରା ଆମେରିକୀୟ ପପ୍‌ ଗାୟକ ନିକ୍‌ ଜୋନାସ୍‌ଙ୍କୁ ୨୦୧୮ରେ ବିବାହ କରିଥିଲେ। ନ୍ୟୁୟର୍କ ସିଟିସ୍ଥିତ ନିଜର ଏକ ଆପାର୍ଟମେଣ୍ଟରେ ରହି ମାଡାମ ଟୁସାଡ୍ସ ଟିମ୍‌ ସହ ଏହି ବୃହତ୍‌ ପ୍ରକଳ୍ପ ପାଇଁ କାର୍ଯ୍ୟ କରିଆସୁଛନ୍ତି। ଚଳିତବର୍ଷ ପ୍ରାରମ୍ଭରେ ପ୍ରିୟଙ୍କାଙ୍କ ଶାଶୁଘର ସହର ନ୍ୟୁୟର୍କରେ ତାଙ୍କର ପ୍ରଥମ ମହମ ମୂର୍ତ୍ତି ଅନାବରଣ ହୋଇଥିଲା। ମାଡାମ ଟୁସାଡ୍ସ ଲଣ୍ଡନ ସମେତ ସିଡ୍‌ନୀ ଏବଂ ଏସିଆରେ ପ୍ରିୟଙ୍କାଙ୍କ ପ୍ରତିମୂର୍ତ୍ତି ଅନାବରଣ ହୋଇଛି। ୪ଟି ମହାଦେଶରେ ଥିବା ମାଡାମ ଟୁସାଡ୍ସ ମ୍ୟୁଜିୟମ୍‌ରେ ପ୍ରିୟଙ୍କାଙ୍କ ପ୍ରତିମୂର୍ତ୍ତି ନିର୍ମାଣ ହେବାଦ୍ୱାରା ତାଙ୍କର ପ୍ରଶଂସକମାନେ ଖୁବ୍‌ ଖୁସି ହୋଇଥିବା ମ୍ୟୁଜିୟମ୍‌ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ନିଜ ପ୍ରତିକ୍ରିୟାରେ ପ୍ରିୟଙ୍କା କହନ୍ତି, ‘ମୁଁ ଲଣ୍ଡନକୁ ଭଲ ପାଏ। ଏହାର ଏକ ଚମତ୍କାରୀ ଶକ୍ତି ଓ ଆତ୍ମା ରହିଛି। ମାଡାମ ଟୁସାଡ୍ସ ଲଣ୍ଡନ ଟିମ୍‌ ସହିତ କାର୍ଯ୍ୟ କରିବା ଖୁବ୍‌ ଆନନ୍ଦଦାୟକ। ଏହାଦ୍ୱାରା ପ୍ରଶଂସକମାନେ ବିଶ୍ୱର ଏକ ପ୍ରିୟତମ ନଗରୀରେ ମୋ ପ୍ରତିମୂର୍ତ୍ତି ଦେଖିବାର ସୁଯୋଗ ପାଇପାରିବେ।’


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri