Posted inଜାତୀୟ

ମାଡିଆସୁଛି ବାତ୍ୟା ‘ହିକ୍କା’: ଏହିସବୁ ଜାଗାରେ ରଚିବ ତାଣ୍ଡବ

ନୂଆଦିଲ୍ଲୀ,୨୪।୯: ଆରବ ସାଗର ଉପରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇ ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ହିକ୍କା’ରେ ପରିଣତ ହୋଇଛି। ଫଳରେ ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ଓମାନ ଉପକୂଳରେ ଲ୍ୟାଣ୍ଡଫଲ କରିବ। ଏହାଦ୍ୱାରା ଓମାନ ଓ ଏହାର ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଗୁଜରାଟର ସୀମାବର୍ତ୍ତୀ ଅଞ୍ଚଳରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ବୁଧବାର ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି। ବାତ୍ୟା ପୂର୍ବ-କେନ୍ଦ୍ରୀୟ ଓ ଉତ୍ତର-ପୂର୍ବ ଆରବ ସାଗର ଆଡକୁ ଗତି କରିବ।


Enter your email to get our daily news in your inbox.

All Right Reserved By Dharitri.Com

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri