Posted inଜାତୀୟ

ମାଡ୍ରାସ୍‌ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ବିବାହରେ କିନ୍ନରଙ୍କୁ କୁହାଯିବ କନ୍ୟା

ମଦୁରାଈ,୨୪।୪: ହିନ୍ଦୁ ବିବାହ ଆଇନ୍‌ ଅନ୍ତର୍ଗତ ମାଡ୍ରାସ୍‌ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିବାହ ସମୟରେ କିନ୍ନରଙ୍କୁ କନ୍ୟା ଭାବେ ପରିଗଣିତ କରାଯିବ। ସାଧାରଣ ମହିଳାଙ୍କ ପରି ସେମାନଙ୍କୁ ମଧ୍ୟ ମହିଳା ଭାବେ ବିବେଚନା କରାଯିବ। ବିବାହରେ କେବଳ ମହିଳାଙ୍କ ପାଇଁ କନ୍ୟା ଶବ୍ଦର ପ୍ରୟୋଗ କରାଯିବ ନାହିଁ ବୋଲି ଏକ ସ୍ଥାନୀୟ ଖଣ୍ଡପୀଠ ରାୟ ଦେଇଛନ୍ତି। କିନ୍ନରଙ୍କ ଲାଗି ମଧ୍ୟ ଏହି ଶବ୍ଦର ବ୍ୟବହାର କରାଯିବ। ବିଚାରପତି ଜି.ଆର୍‌. ସ୍ବାମୀନାଥନ୍‌ ଜଣେ ବ୍ୟକ୍ତି ଏବଂ ସେ ବିବାହ କରିଥିବା କିନ୍ନରଙ୍କ ସମ୍ପର୍କିତ ଏକ ମାମଲାର ବିଚାର କରି ଏଭଳି ରାୟ ଦେଇଛନ୍ତି। ସେମାନଙ୍କର ବିବାହ ପଞ୍ଜିକରଣ କରିବାକୁ ତୁତିକୋରିନ୍‌ର ଅଧିକାରୀ ମନା କରିଥିଲେ। ଏହାପରେ ବ୍ୟକ୍ତି ଜଣକ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ସମ୍ପୃକ୍ତ ଅଧିକାରୀଙ୍କୁ ବିବାହ ପଞ୍ଜିକରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri