ସୋସିଆଲ ମିଡିଆରେ ବେଳେବେଳେ ଏମିତି ଭିଡିଓ ଭାଇରାଲ ହୁଏ, ଯାହା ବେଶ୍ ଆଶ୍ଚର୍ଯ୍ୟଜନକ ହୋଇଥାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଏକ ଅଜଗର ସାପ ଆଖି ପିଛୁଳାକେ ପୁରା ହରିଣକୁ ଗିଳି ଦେଇଥିଲା। ଏହି ଭିଡିଓର ପ୍ରତ୍ୟେକ ଫ୍ରେମ ଭୟାନକ ଅଟେ। ଏହା ବର୍ମା ଅଜଗର ବୋଲି ଦାବି କରାଯାଉଛି। କୁହାଯାଏ ଯେ, ଏହା ପୃଥିବୀର ସବୁଠାରୁ ବଡ ସାପ ମଧ୍ୟରୁ ଅନ୍ୟତମ। ଭିଡିଓରେ କିଛି ଲୋକ ଏହି ସାପକୁ ଘେରି ରହିଛନ୍ତି। ଅଜଗର ମାତ୍ର ୧୧ ସେକେଣ୍ଡରେ ଏକ ପୁରା ହରିଣକୁ ଗିଳି ଦେଉଛି। ଅଜଗର ହରିଣ ପାଟିରୁ ପ୍ରଥମେ ଖାଇବା ଆରମ୍ଭ କରେ।
ଏହି କ୍ଲିପ ଇନଷ୍ଟାଗ୍ରାମରେ ସୁନ୍ଦର_ନ୍ୟୁ_ପିକ୍ସ ନାମ ୟୁଜର୍ସ ପକ୍ଷରୁ ପୋଷ୍ଟ କରାଯାଇଛି। ଏହି କ୍ଲିପ ଲକ୍ଷ ଲକ୍ଷ ଥର ଦେଖାଯାଇଛି ଏବଂ ୨୭,୦୦୦ରୁ ଅଧିକ ଲାଇକ ମିଳିଛି।
ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ
ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…
କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ
ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…
ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର
ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…
ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…
ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…
ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…
ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ
ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…
ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ
ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…
‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…
ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

