ମାତ୍ର ୧୪ ବର୍ଷ ବୟସରେ ଅଭିନୟ କରିଥିଲେ କରଣ ଜୋହର

ବଲିଉଡ୍‌ର ପ୍ରସିଦ୍ଧ ନିର୍ଦ୍ଦେଶକ ତଥା ପ୍ରଯୋଜକ କରଣ ଜୋହର ଆଜି ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ନିର୍ଦ୍ଦେଶକ ଏବଂ ପ୍ରଯୋଜକ ଛଡା ସେ ଜଣେ ଅଭିନେତା ବୋଲି ଖୁବ୍‌ କମ୍‌ ଲୋକ ଜାଣିଥିବେ। କରଣଙ୍କୁ ମାତ୍ର ୧୪ ବର୍ଷ ହୋଇଥିବାବେଳେ ସେ ଦୂରଦର୍ଶନରେ ପ୍ରସାରିତ ଟିଭି ଶୋ’ରେ ଅଭିନୟ କରିଥିଲେ। ପରେ ସେ ଅଭିନୟ ଛାଡି ଫିଲ୍ମ ନିର୍ଦ୍ଦେଶନା ଦେଇଥିଲେ। କଭି ଖୁସି କଭି ଗମ, କଭି ଅଲବିଦା ନା କେହେନା, ମାଇଁ ନେମ ଇଜ ଖାନ ଭଳି ଫିଲ୍ମରେ ନିର୍ଦ୍ଦେଶନା ଦେଇଥିଲେ। କରଣ ଜୋହରଙ୍କ ଜୀବନୀକୁ ନେଇ ପୁସ୍ତକ ପ୍ରକାଶିତ ହୋଇଛି। କରଣ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଥାନ୍ତି। ପ୍ରଯୋଜିକା ଏକତା କପୁରଙ୍କ ସହ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ବେଶ୍‌ ଚର୍ଚ୍ଚା ଉଠିଥିଲା। କରଣ କିନ୍ତୁ ଏନେଇ କୌଣସି ପ୍ରତିକ୍ରିୟା ଦେଇ ନ ଥିଲେ। ୨୦୧୭ ସେ ସରୋଗେସି ପଦ୍ଧତି ଆପଣାଇ ଦୁଇ ସନ୍ତାନ ରୁହି ଏବଂ ୟସ୍‌ଙ୍କ ପିତା ହେବାର ସୌଭାଗ୍ୟ ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri