ମାଧପୁର ଅଞ୍ଚଳରେ ମନମୁଖି ବିଦ୍ୟୁତ୍‌ କାଟ: ଅତିଷ୍ଠ ହୋଇପଡ଼ିଲେଣି ଅଞ୍ଚଳବାସୀ

ମାଧପୁର,୨।୬: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ଅଞ୍ଚଳରେ ବାରମ୍ବାର ବିଦ୍ୟୁତ କାଟ ହେଉଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗର ମନମୁଖି କାର୍ଯ୍ୟରେ ଅଞ୍ଚଳବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଥିବା କହିଛନ୍ତି। ଖରାଦିନ ହୋଇଥିବାରୁ ବିଦ୍ୟୁତ୍‌ କାଟ ଅସହ୍ୟ ହୋଇପଡୁଥିବା ଗ୍ରାମବାସୀ କହିଛନ୍ତି।
ଏ ନେଇ ବିଦ୍ୟୁତ ବିଭାଗ ସହ ଯୋଗାଯୋଗ କରିବାକୁ ଚେଷ୍ଟା କଲେ ମଧ୍ୟ କେହି ଫୋନ ଉଠାଉ ନ ଥିବା ଅଭିଯୋଗ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri