ମାଧୁରୀ-ସଲମାନଙ୍କ ଅଭିନୀତ ଫିଲ୍ମର ହୋଇପାରେ ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ: ବଲିଉଡ୍‌ ନାୟିକା ମାଧୁରୀ ଦୀକ୍ଷିତ ଓ ନାୟକ ସଲମାନଙ୍କ ଅଭିନୀତ ଫିଲ୍ମ ‘ହମ୍‌ ଆପକେ ହୈ କୌନ’କୁ ପୂରିଛି ୨୫ ବର୍ଷ। ଏବେ ଏହି ହିଟ୍‌ ଫିଲ୍ମର ସ୍ପେଶାଲ ସ୍କ୍ରିନିଂ କରିବାକୁ ନିର୍ମାତା ସ୍ଥିର କରିଥିବା ଶୁଣିବାକୁ ମିଳିଛି। ଏହି ଫିଲ୍ମ ସେ ସମୟରେ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିବାରୁ ଏବେ ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ନିର୍ମାତା ଏହାର ସ୍କ୍ରିନିଂ କରିବାକୁ ଚିନ୍ତା କରିଥିବା କୁହାଯାଉଛି। ଏହି ଫିଲ୍ମର ନିର୍ଦ୍ଦେଶକ ସୁରଜ ବଡଜାତୟା ଦେଇଥିବା ବେଳେ ରାଜଶ୍ରୀ ପ୍ରଡକସନ୍‌ ଦ୍ୱାରା ଏହା ନିର୍ମାଣ କରାଯାଇଥିଲା। ୧୯୯୪ରେ ଏହା ରୂପେଲି ପରଦାରେ ରାଜ୍‌ କରିଥିଲା। ତେବେ ଚଳିତ ସପ୍ତାହରେ ଏହାର ସ୍କ୍ରିନିଂ କରାଯିବାକୁ ନେଇ ଏବେ ନିର୍ମାତା ବ୍ୟସ୍ତ ଥିବା କୁହାଯାଉଛି। ଆଜିବି ୨୫ ବର୍ଷ ତଳର ଏହି ଫିଲ୍ମ ଓ ଏହାର ଗୀତ ଦର୍ଶକଙ୍କ ମନରେ ବସାବାନ୍ଧି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?