ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ବଳାତ୍କାର ଘଟଣା: ଜେଜେବିକୁ ଗଲେ ନାବାଳକ

ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବତୀ(୨୩)ଙ୍କୁ ସୋମବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ମଙ୍ଗଳବାର ଜଣେ ନାବାଳକ(୧୭)ଙ୍କୁ ବ୍ରହ୍ମପୁର ଜୁଭେନାଇଲ ଜଷ୍ଟିସ ବୋର୍ଡକୁ ପଠାଇଛିି। ଏ ନେଇ ଆଇଆଇସି ଜଗନ୍ନାଥ ମଲ୍ଲିକ ନଂ.୩୧୮/୧୯ରେ ମାମଲା ରୁଜୁ କରିଥିଲେ। ପ୍ରକାଶ ଯେ, ସମ୍ପୃକ୍ତା ଯୁବତୀ ଘରେ ଏକୁଟିଆ ଥିବା ସୁଯୋଗ ନେଇ ନାବାଳକ ଜଣଙ୍କ ତାଙ୍କୁ ବଳାତ୍କାର କରିଥିବା ପୀଡ଼ିତାଙ୍କ ମା’ ଓ ଭାଇ ଥାନାରେ ଏତଲା ଦେଇଥିଲେ। ପୋଲିସ ନାବାଳକଙ୍କୁ ଆଣି ପଚରାଉଚରା କରିବା ସହ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରୀମାଇନା କରାଇଥିଲା। ଯୁବତୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଡାକ୍ତରୀମାଇନା ଲାଗି ନିଆଯିବା ସହ ମାଜିଷ୍ଟ୍ରେଟଙ୍କ ନିକଟରେ ବୟାନ ରେକର୍ଡ ପାଇଁ ପଠାଯାଇଛି। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ ଘଟଣାକୁ ଗୁରୁତର ସହ ନେଇ ତଦନ୍ତ କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri