Posted inଜାତୀୟ

ମାନସିକ ଭାରସାମ୍ୟ ହରାଇଛନ୍ତି କୁମାରସ୍ବାମୀ: ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ,୨୭।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ତାଙ୍କ ମାନସିକ ସନ୍ତୁଳନ ହରାଇ ବସିଛନ୍ତି ବୋଲି ଗୁରୁବାର କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି । ବିଶେଷ କରି ଗତ ନିର୍ବାଚନରେ ତାଙ୍କ ପୁଅ ହାରିଯିବାରୁ ତାଙ୍କର ଏଭଳି ପରିସ୍ଥିତି ହୋଇଥିବା ପ୍ରହ୍ଲାଦ କହିଛନ୍ତି। କାରଣ ନିକଟରେ ତାଙ୍କ କର୍ମୀମାନେ ଏକ ଥର୍ମାଲ ପାଓ୍ବାର ପ୍ଲାଣ୍ଟ ଦାବି କରିବାରୁ କୁମାରସ୍ବାମୀ କହିଥିଲେ ଆପଣମାନେ ଗତ ନିର୍ବାଚନରେ ମୋଦିଙ୍କୁ ଭୋଟ ଦେଇଛନ୍ତି ତେଣୁ ତାଙ୍କ ନିକଟରେ ଏହି ଦାବି ଉପସ୍ଥାପନ କରନ୍ତୁ। ଏପରି କଥା ଶୁଣିବା ପରେ ପ୍ରହ୍ଲାଦ କହିଛନ୍ତି, ଲୋକେ ତାଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ ଭୋଟ ଦେଇ ନ ଥିଲେ। ତେଣୁ ସେ କାହିଁକି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଆଉ ଏବେ ଲୋକଙ୍କୁ କୁମାରସ୍ବାମୀ ଯେଉଁଭଳି ବ୍ୟବହାର କରୁଛନ୍ତି ଏଥିରୁ ସ୍ପଷ୍ଟ ଜଣାପଡୁଛି କି ସେ ମାନସିକ ଭାରସାମ୍ୟ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ବାଭାବିକ ପାଣିପାଗ, ମହୁଲ ଗଛରେ ଧରୁନି ଫୁଲ: ଅଭାବୀ ବିକ୍ରିର ଶିକାର ହେଉଛି ସଂଗ୍ରହକାରୀ

ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଆଦିବାସୀ ତଥା ଦୁର୍ଗମ ଅଞ୍ଚଳବାସୀଙ୍କ ଜୀବନଜୀବିକା ସହ ଜଡିତ ଲଘୁ ବନଜାତ ଦ୍ରବ୍ୟ ମହୁଲ ଫୁଲ। ହେଲେ ଅସ୍ବାଭାବିକ ପାଣିପାଗ ଯୋଗୁ…

ହର୍ମୁଜକୁ କବଜା କରିବ ଆମେରିକା? ପୂର୍ବତନ ଆମେରିକୀୟ ନୌସେନା ଅଧିକାରୀ ଦେଲେ ଚମକାଇବା ଭଳି ଖବର

ଓ୍ବାଶିଂଟନ,୧୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ମାର୍ଚ୍ଚ ୧୩) ଘୋଷଣା କରିଛନ୍ତି ଯେ ଆମେରିକୀୟ ସେନା ଇରାନର ଖାର୍ଗ…

ଟ୍ରକ୍‌ରେ ବେଆଇନ ଚାଲାଣ ହେଉଥିଲା ମୂଲ୍ୟବାନ କାଠ, ବାଟରେ ଫାଟିଲା ଚକା, ଆଉ ତା’ ପରେ…

ମୋରଡ଼ା,୧୪ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଏକ କାଠ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ,ରାଇରଙ୍ଗପୁର ବନାଞ୍ଚଳ ଅଞ୍ଚଳରୁ ଏକ ୧୨ ଚକିଆ…

ସାଙ୍ଗ ସାଜିଲେ ସଇତାନ, ସାଙ୍ଗରେ ମିଶି ପାର୍ଟି କରିବାବେଳେ ମଦ ପାଉଚ ଭାଗ ବଣ୍ଟାକୁ ନେଇ…

ବଲାଙ୍ଗୀର, ୧୪।୩ (ସୁନିଲ କୁମାର ମହାନ୍ତି): ଏକା ସାଙ୍ଗରେ ମିଶି ପାର୍ଟି କରିବା ସାଙ୍ଗକୁ କାଳ ହେଲା। ବଲାଙ୍ଗୀର ସଦର ବ୍ଲକ ରିନ୍ବବଚନ ଗାଁରେ ଜଣେ ଯୁବକଙ୍କୁ…

ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…

ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି।  ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି।…

‘ଯୁଦ୍ଧରେ ସମ୍ପୂର୍ଣ୍ଣ ଭାବରେ ହାରିବା ପରେ ଏବେ ସାଲିସ କରିବାକୁ ଚାହୁଁଛି ଇରାନ’: ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଶନିବାର ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷର ୧୪ତମ ଦିନ। ଆମେରିକା ତେହେରାନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଏହି ମଧ୍ୟରେ,…

‘୧୪ ଦିନରେ ଆମେରିକାକୁ ଭିକ ମଗାଇ ଦେଲୁ’, ଖାର୍ଗ ଦ୍ୱୀପ ଧ୍ୱଂସ ହେବାକୁ ନେଇ କାହିଁକି ଏତେ କନଫିଡେଣ୍ଟରେ ରହିଛି ଇରାନ, ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ମଧ୍ୟରେ, ଏହା ସହିତ ବୟାନବାଜି ମଧ୍ୟ ଯଥେଷ୍ଟ ତୀବ୍ର ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନର ଖାର୍ଗ…

ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…

ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri