ମାନିଲା ପାକିସ୍ତାନ: ଜମ୍ମୁ-କଶ୍ମୀର ଭାରତର

ନୂଆଦିଲ୍ଲୀ,୧୦।୯: ଶେଷରେ ପାକିସ୍ତାନ ମାନିଛି ଯେ ଜମ୍ମୁ-କଶ୍ମୀର ହେଉଛି ଭାରତର ରାଜ୍ୟ। ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମ୍ମୁଦ କ୍ୟୁରେସି ଜେନେଭାରେ କଶ୍ମୀରକୁ ନେଇ ଭାରତକୁ ଟାର୍ଗେଟ କରିବାକୁ ଉଦ୍ୟମ କରିଛନ୍ତି। ହେଲେ ସତ୍ୟ କ’ଣ ତାହା ତାଙ୍କ ମୁହଁରୁ ଆପଣାଛାଏଁ ବାହାରି ଆସିଛି। ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେବା ସମୟରେ କ୍ୟୁରେସି କହିଛନ୍ତି ଜମ୍ମୁ-କଶ୍ମୀର ଭାରତର ରାଜ୍ୟ। ତେବେ କ୍ୟୁରେସି କହୁ କହୁ କହି ଦେଇଥିଲେ କି ଭାରତ କହୁଛି ଜମ୍ମୁ-କଶ୍ମୀରରେ ସ୍ଥିତି ସ୍ବାଭାବିକ ରହିଛି। ହେଲେ ବିଦେଶୀ ଗଣମାଧ୍ୟମ, ବିଦେଶୀ ସଂସ୍ଥା, ସିଭିଲ ସୋସାଇଟିକୁ ଭାରତର ରାଜ୍ୟ ଜମ୍ମୁ-କଶ୍ମୀରକୁ କାହିଁକି ଯିବାକୁ ଦିଆଯାଇ ନାହିଁ। ଏହିଠାରେ ହିଁ ସେ ଜମ୍ମୁ-କଶ୍ମୀର ଭାରତର ରାଜ୍ୟ ବୋଲି କହିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ସମୁଦ୍ରରୁ ମାଡ଼ି ଆସୁଛି ବଡ଼ ବାତ୍ୟା! ଏହିଦିନ କରିବ ଲ୍ୟାଣ୍ଡଫଲ୍‌…

ନୂଆଦିଲ୍ଲୀ,୧୦।୬: ଆସୁଛି ବଡ଼ ବାତ୍ୟା । ଯାହାକୁ ନେଇ ଛାନିଆ ହେଲେଣି ଉପକୂଳବାସୀ । ସାମୁଦ୍ରିକ ବାତ୍ୟା କ୍ରିଷ୍ଟିନାକୁ ନେଇ ଏବେ ସବୁଠି ଭୟର ମାହୋଲ ।…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

ମୋଦିଙ୍କୁ ପ୍ରଶଂସାରେ ପୋତିଲା ପାକିସ୍ତାନର ବନ୍ଧୁ ଦେଶ: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ’ ଏବେ କହୁଛନ୍ତି…

ନୂଆଦିଲ୍ଲୀ,୧୦।୬: ନରେନ୍ଦ୍ର ମୋଦି ସ୍ବାଧୀନ ଭାରତର ଇତିହାସରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସର୍ବାଧିକ ଦୀର୍ଘ ଦିନ ଧରି ରହିବାର ରେକର୍ଡ ସ୍ଥାପନ କରିଥିଲେ। ଏହି ଐତିହାସିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri