ମାନ୍ଦାବସ୍ଥା କାରଣରୁ ଗାଡ଼ି ବିକ୍ରି କମିଛି: ହୋଣ୍ଡା ପ୍ରେସିଡେଣ୍ଟ

ଦେଶର ଦେଖାଦେଇଥିବା ମାନ୍ଦାବସ୍ଥା କାରଣରୁ ଦୁଇଚକିଆ ଯାନ ବିକ୍ରି କମିଛି। ସେହିପରି ବିଏସ୍‌-୬ ମାନଦଣ୍ଡ ଆପଣାଇବା ଯୋଗୁ ଗାଡ଼ି ଦାମ୍‌ ବଢ଼ିଯିବ ବୋଲି ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର୍ସ ଇଣ୍ଡିଆ ପ୍ରେସିଡେଣ୍ଟ, ସିଇଓ ଏବଂ ଏମ୍‌ଡି ମିନୋରୁ କାଟୋ କହିଛନ୍ତି। ସେ କହିଛନ୍ତି ଯେ, ଗତବର୍ଷ ସେପ୍ଟେମ୍ବରରୁ ବୀମା ପ୍ରିମିୟମ ବୃଦ୍ଧି ପାଇବା, ବିଏସ୍‌-୪ ଗାଡ଼ି ପାଇଁ ଗ୍ରାହକମାନେ ବଡ଼ଧରଣର ଡିସ୍‌କାଉଣ୍ଟ ପାଇବାକୁ ଅପେକ୍ଷା କରି ରହିବା ଏବଂ ଜିଏସ୍‌ଟି ହାର କମିବ ବୋଲି ଆଶାକରିବା ଯୋଗୁ ଦୁଇ ଚକିଆ ଯାନ ବିକ୍ରି ହ୍ରାସ ପାଇ ଚାଲିଛି। କମ୍ପାନୀ ପକ୍ଷରୁ ନିର୍ମିତ ପ୍ରଥମ ବିଏସ୍‌-୬ ମାନଦଣ୍ଡ ପୂରଣ କରୁଥିବା ମଡେଲ ଆକ୍ଟିଭା-୧୨୫ ଲଞ୍ଚ କରିବା ଅବସରରେ କାଟୋ ଉକ୍ତ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଭାରତର ଆର୍ଥିକ ମାନ୍ଦାବସ୍ଥା ଯୋଗୁ ଏବେ ଦେଶରେ ଚାହିଦା କମିବାରେ ଲାଗିଛି। ଏହା ଗାଡ଼ି ବିକ୍ରି ହ୍ରାସର ସବୁଠାରୁ ବଡ଼ ମୌଳିକ କାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri