ମାମଲା ସତ୍ତ୍ୱେ ପୋଲିସ ଚୁପ୍‌: ଧାରଣାରେ ବସିଲେ ମହିଳା

ଢେଙ୍କାନାଳ ଅଫିସ, ୧୦।୭-ଢେଙ୍କାନାଳ ଦକ୍ଷିଣକାଳୀ ରୋଡ୍‌ ସରଜଙ୍ଗ ସାହିର ରୀତା ନାଏକଙ୍କୁ ଜାତିଆଣ ଆକ୍ଷେପ କରିବା, ଗାଳିଗୁଲଜ କରିବା ଏବଂ ଧମକଚମକ ଦେବା ଅଭିଯୋଗରେ ଜୁନ୍‌ ୨୯ରେ ଟାଉନ ଥାନାରେ ଅଭିଯୋଗ ହୋଇଛି। ଏତଲା ରୁଜୁ ହେବାର ୧୦ଦିନ ପରେ ବି ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଏହାର ପ୍ରତିବାଦରେ ନିର୍ଯାତିତା ମହିଳା ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟକୁ ବୈଠକରେ ଯୋଗଦେବାକୁ ଆସିଥିବା ଏସ୍‌ପି ଏ ନେଇ ତାଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ମହିଳାଙ୍କୁ ନ୍ୟାୟ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ଜମିଜମା ବିବାଦକୁ କେନ୍ଦ୍ର କରି ରଗଡ଼ିସାହି ଓ ଭଗବାନପୁର ଅଞ୍ଚଳର ୨ଜଣ ବ୍ୟକ୍ତି ଦୁଇ ମାସ ହେଲା ସମ୍ପୃକ୍ତା ମହିଳାଙ୍କୁ ହଇରାଣ ହରକତ କରୁଛନ୍ତି। ଏହାର ପ୍ରତିବାଦ କରିବାରୁ ୨୪ ତାରିଖରେ ଅଭିଯୁକ୍ତମାନେ ତାଙ୍କୁ ମାର୍‌ପିଟ୍‌ କରିଥିଲେ। ଏ ନେଇ ନଂ. ୧୯୪/୧୯, ଦଫା ୩୪୧, ୨୯୪, ୩୨୩, ୩୫୪, ୫୦୬ ଏବଂ ଏସ୍‌ସି/ଏସ୍‌ଟି ଆକ୍ଟରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri