ମାମୁରିଝରଣରେ ଅଗ୍ନିକାଣ୍ଡ, ୪ ବଖରା ଜଳିଗଲା

ବଇଣ୍ଡା,୧୪।୧୧(ଡି.ଏନ୍‌.ଏ.)-ଆଠମଲ୍ଲିକ ବ୍ଲକ ଆମ୍ବସରମୁ ପଞ୍ଚାୟତ ମାମୁରିଝରଣ ଗ୍ରାମରେ ଅଗ୍ନିକାଣ୍ଡ ଘଟି ପୁରୁଷୋତ୍ତମ ନାୟକ, ଟୁଟୁ ନାୟକଙ୍କ ୪ ବଖରା ଘର ଜଳିଯାଇଛି। ଅଗ୍ନିକାଣ୍ଡର ସଠିକ କାରଣ ଜଣାଡ଼ି ନ ଥିବାବେଳେ ରୋଷେଇ ଘରୁ ଏହି ନିଆଁ ଲାଗିଥିବା ଗ୍ରାମବାସୀ କହିଛନ୍ତି। ଏଥିରେ ଧାନ, ଚାଉଳ ସହ ସମସ୍ତ ଆସବାବ ପତ୍ର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଥିବାବେଳେ ତୁରନ୍ତ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି।…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦…

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍‌: କଲେ ଏମିତି କାମ, ଦେଶରେ ଚହଳ

ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri