Posted inଖେଳ

ମାର୍କଣ୍ଡେଙ୍କୁ ଛାଡ଼ିଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ,୩୧।୭(ପିଟି)- ସର୍ବାଧିକ ୪ ଥର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ୍ବେଷ୍ଟଇଣ୍ଡିଆନ କ୍ରିକେଟର ଶେର୍ଫାନେ ରଦରଫୋର୍ଡଙ୍କ ଲାଗି ଲେଗ୍‌ ସ୍ପିନର ମୟଙ୍କ ମାର୍କଣ୍ଡେଙ୍କୁ ଦଳରୁ ବିଦା କରିଛି। ଫଳରେ ମାର୍କଣ୍ଡେ ଦିଲ୍ଲୀ କ୍ୟାପିଟାଲ୍ସରେ ସାମିଲ ହୋଇଛନ୍ତି। ୨୦୧୮ ସଂସ୍କରଣରେ ପଦାର୍ପଣ କରିିଥିବା ମାର୍କଣ୍ଡେ ଉକ୍ତ ସିଜନରେ ୧୫ ଉଇକେଟ ନେଇ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ୩ୟ ସ୍ଥାନରେ ରହିଥିଲେ। କିନ୍ତୁ ଚଳିତ ବର୍ଷ ମାର୍କଣ୍ଡେଙ୍କ ବଦଳରେ ରାହୁଲ ଚହରଙ୍କୁ ଦଳରେ ଖେଳାଇଥିଲା। ମୟଙ୍କଙ୍କୁ ତାଙ୍କ ଭବିଷ୍ୟତ ଲାଗି ଶୁଭକାମନା। ପ୍ରତିଭାସମ୍ପନ୍ନ ମୟଙ୍କଙ୍କୁ ଆମେ ଚିହ୍ନଟ କରି ଗଠନ କରିଥିଲୁ। ତାଙ୍କୁ ଦଳରୁ ଛାଡ଼ିବା କଷ୍ଟକର ନିଷ୍ପତ୍ତି। ଆମେ ଶେର୍ଫାନେଙ୍କୁ ଦଳକୁ ସ୍ବାଗତ କରୁଛୁ। ତାଙ୍କ ଅଲରାଉଣ୍ଡର ଦକ୍ଷତା ଆମକୁ ପ୍ରଭାବିତ କରିଛି ବୋଲି ଏମ୍‌ଆଇ ଫ୍ରାଞ୍ଚାଇଜ ମାଲିକ ଆକାଶ ଅମ୍ବାନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?