Posted inଖେଳ

ମାର୍ଚ୍ଚ ୧୪ରେ ଆଇଏସ୍‌ଏଲ ଫାଇନାଲ

ମୁମ୍ବାଇ, ୨୮ା୧ (ପି.ଟି.)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଫାଇନାଲ ମ୍ୟାଚ ମାର୍ଚ୍ଚ ୧୪ରେ ଖେଳାଯିବ। ଫ୍ରାଞ୍ଚାଇଜ୍‌ ଭିତ୍ତିକ ଇଭେଣ୍ଟର ଆୟୋଜକ ଫୁଟ୍‌ବଲ ସ୍ପୋଟର୍‌ସ ଡେଭଲପମେଣ୍ଟ ଲିମିଟେଡ୍‌ (ଏଫ୍‌ଏସ୍‌ଡିଏଲ୍‌) ପକ୍ଷରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ସେମିଫାଇନାଲର ପ୍ରଥମ ସେଟ୍‌ ଫେବୃୟାରୀ ୨୯ ଏବଂ ମାର୍ଚ୍ଚ ୧ରେ ଖେଳାଯିବ। ରିଟର୍ନ ଲେଗ୍‌ ମାର୍ଚ୍ଚ ୭ ଓ ୮ରେ ଖେଳାଯିବ। ହେଲେ ଫାଇନାଲ ମ୍ୟାଚ ପାଇଁ ଏପର୍ଯ୍ୟନ୍ତ ଭେନ୍ୟୁ ସ୍ଥିର ହୋଇ ନାହିଁ। ଫେବୃୟାରୀ ୨୫ରେ ୯୦ତମ ମ୍ୟାଚ ଶେଷ ହେବା ପରେ ଏହି ସିଜନର ଲିଗ୍‌ ପର୍ଯ୍ୟାୟ ବିଜେତା ସ୍ପଷ୍ଟ ହେବ। ଲିଗ୍‌ ଟେବୁଲରେ ବର୍ତ୍ତମାନ ଏଟିକେ ଏଫ୍‌ସି (୨୭ ପଏଣ୍ଟ), ଏଫ୍‌ସି ଗୋଆ (୨୭ ପଏଣ୍ଟ) ଏବଂ ବେଙ୍ଗାଲୁରୁ ଏଫ୍‌ସି ଯଥାକ୍ରମେ ପ୍ରଥମ ୩ଟି ସ୍ଥାନରେ ରହିଛନ୍ତି। ଲିଗ୍‌ର ବିଜେତା ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ ୨୦୨୧ ଗ୍ରୁପ୍‌ ଷ୍ଟେଜ୍‌ ପାଇଁ ସିଧାସଳଖ ଯୋଗ୍ୟତା ହାସଲ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri