ମାର୍ଚ୍ଚ ୨ୟ ସପ୍ତାହରେ ଆସିବ ୪ର୍ଥ ଲହର!

ଭୁବନେଶ୍ୱର,୩।୧(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ ଡ.ଅଜିତ୍‌ ମହାନ୍ତି ମଙ୍ଗଳବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହରେ କରୋନାର ଚତୁର୍ଥ ଲହର ଆସିପାରେ। ତେବେ ଗତ ୨୪ ଘଣ୍ଟାରେ ଚାଇନାରେ ୩ ଲକ୍ଷରୁ ଅଧିକ ଓ ଭାରତରେ ୧୭୩ ନୂଆ କେସ ଚିହ୍ନଟ ହୋଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ କୋରାପୁଟ ଏବଂ ଖୋର୍ଦ୍ଧାରୁ ଗୋଟିଏ ଲେଖାଏ ପଜିଟିଭ ଚିହ୍ନଟ ହୋଇଛି। ସର୍ଭେ ଅନୁଯାୟୀ ଚାଇନାରେ ଏ ପର୍ଯ୍ୟନ୍ତ ପିକ୍‌ ଆସିନାହିଁ। ହେଲେ ପିକ୍‌ ବେଳେ ଚାନ୍‌ରେ ଦୈନିକ ୨୫ ହଜାର ପର୍ଯ୍ୟନ୍ତ ମୃତ୍ୟୁ ଘଟିପାରେ। ଆହୁରି ମଧ୍ୟ ସେ କହିଛନ୍ତି, ଦେଖିବାକୁ ଗଲେ ମାର୍ଚ୍ଚରେ ୪ର୍ଥ ଲହର ଆସିବାର ସମ୍ଭାବନା ରହିଛି। ସେଥିପାଇଁ ଲୋକଙ୍କୁ ଗହଳିପୂର୍ଣ୍ଣ ସ୍ଥାନକୁ ଗଲେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଛି। ଏଥିସହ ରାଜ୍ୟରେ ୯୦ ପ୍ରତିଶତ ଲୋକ ଡବଲ ଡୋଜ୍‌ ଟିକା ନେଇସାରିଛନ୍ତି ବୋଲି ସ୍ବତନ୍ତ୍ର ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri