ମାର୍ଚ୍ଚ ୫ରେ ଥାଇଲାଣ୍ଡରୁ ଫେରିଥିଲେ ଯୁବକ, ୧୩ ଦିନ ପରେ ଅସୁସ୍ଥ ହେବା ନେଇ ଆତଙ୍କିତ ଗ୍ରାମବାସୀ

ଖଇରା,୧୯।୩(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଔପଦା ବ୍ଲକ ଅଧୀନ ଜାନିକାପାଳ ଗ୍ରାମର ଜଣେ ଯୁବକ ଥାଇଲାଣ୍ଡରୁ ଫେରିବାର ୧୩ ଦିନ ପରେ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ଥଣ୍ଡା,କାଶ ହେଉଛି। ଗୁରୁବାର ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସଞ୍ଜିବ ବିଶ୍ବାଳ ତାଙ୍କୁ କଟକ ଯିବା ପାଇଁ ପରାମର୍ଶ ଦେଇଛନ୍ତି। ତେବେ ଯୁବକ ଜଣକ ନିଜ ଘରେ କିଛି ଦିନ ରହିଥିଲେ। ସେଠାରେ ତାଙ୍କୁ ଥଣ୍ଡା ହେବା ପରେ ଖଇରା ବ୍ଲକ ପୂର୍ବପଡା ଗ୍ରାମର ସମ୍ପର୍କୀୟଙ୍କ ଘରେ ଆଶ୍ରୟ ନେଇଥିଲେ। ମାର୍ଚ୍ଚ ୫ରେ ସେ ଥାଇଲାଣ୍ଡରୁ କଲିକତା ବିମାନବନ୍ଦର ଦେଇ ଘରକୁ ଫେରିଥିଲେ। ଜାନିକାପାଳରେ କିଛି ଦିନ ରହିବା ପରେ ଥଣ୍ଡାରେ ଆକ୍ରାନ୍ତ ହେବାରୁ ପୂର୍ବପଡା ଗ୍ରାମକୁ ଚାଲି ଆସିଥିଲେ। ଥଣ୍ଡା ନ ଛାଡିବାରୁ ସେ ଗୁରୁବାର ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିବା କୁହାଯାଉଛି। ଏହାକୁ ନେଇ ବର୍ତ୍ତମାନ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri