ମାଲକାନଗିରି ବିମାନବନ୍ଦର କାର୍ଯ୍ୟ ଆରମ୍ଭ

ମାଲକାନଗିରି,୩୦।୧୦:(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ଅନେକ ବର୍ଷ ପରେ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏ ନେଇ ୨୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ ହୋଇଥିବା ବେଳେ ବର୍ତ୍ତମାନ ୩୭ ଲକ୍ଷ ୪୪ ହଜାର ୩୦୭ ଟଙ୍କା ବ୍ୟୟରେ ବିମାନବନ୍ଦର ଚତୁଃପାର୍ଶ୍ୱରେ ପାଚେରି ନିର୍ମାଣ ଆରମ୍ଭ ହୋଇଛି । ତେବେ ଏହି ବିମାନବନ୍ଦର ପାଇଁ ୪ କିଲୋମିଟର ଲମ୍ବ ଓ ୪୦୦ ମିଟର ଓସାରରେ ସ୍ବ ବିଭାଗର ୯୫.୧୭୧ ହେକ୍ଟର, ବନ ବିଭାଗର ୧୩.୨୩୩ ହେକ୍ଟର ଜାଗା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?