ମାଲକାନଗିରିରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦ୍ୱିତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ୧୮୭୦ ଭୋଟ୍‌ ପାଇଥିବା ବେଳେ ବିଜେଡିର ମୁକୁନ୍ଦ ସୋଢ଼ି ୧୧୯୯ ଏବଂ କଂଗ୍ରେସର ମାଲା ମାଢ଼ି ୭୩୮ ଭୋଟ୍‌ ପାଇଛନ୍ତି। ପ୍ରଥମ ରାଉଣ୍ଡରେ ଭାଜପା ୫୯୫, ବିଜେଡି ୧୩୧୩ ଓ କଂଗ୍ରେସ ୧୦୪୦ ଭୋଟ୍‌ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri