ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ଜୀବନ ହାରିଲା

ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଏକ ନାଗସାପ ପଞ୍ଚମା ରୋଡ୍‌ରେ ଥିବା ସନ୍ଦିପ ମୋବାଇଲ ଦୋକାନ ଭିତରକୁ ପଶିବାକୁ ଚେଷ୍ଟା କରିଥିଲା। ଦୋକାନ ସମ୍ମୁଖରେ ଥିବା ପୋଷା କୁକୁରଟି ସଙ୍ଗେ ସଙ୍ଗେ ସାପକୁ ଆକ୍ରମଣ କରିଥିଲା। ଦୀର୍ଘ ଏକଘଣ୍ଟା କାଳ ଚାଲିଲା ସାପ ଏବଂ କୁକୁର ମଧ୍ୟରେ ଲଢ଼େଇ। ସାପଟିକୁ ଖଣ୍ଡିଆଖାବରା କରି ଘଟଣାସ୍ଥଳରେ କୁକୁରଟି ମାରି ଦେଇଥିବାବେଳେ ଶେଷରେ ସାପ ଦଂଶନରେ ଜୀବନ ହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

୨୭ରେ ‘କଣ୍ଟା ଗାଦିଆ’ ବସା, ୧ରେ ନୂତନ କାଳିସୀଙ୍କ ଅଗ୍ନିପରୀକ୍ଷା: ବାଲିଯାତ୍ରା ଏବେ ଉତ୍ସବମୁଖର

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଶ୍ରୀ ଶ୍ରୀ ଇଷ୍ଟଦେବୀ ମା’ ମାଣିକେଶ୍ୱରୀ ଓ ବାବା ଭୈରବ ଦେବଙ୍କ ପବିତ୍ର…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?