ପୁରୁଣା ଭୁବନେଶ୍ୱର,୨।୩ (ଡି.ଏନ.ଏ.): ମାତ୍ର ୩ ମାସ ମାଲିକ ପାଖରେ କାମ କରି ରାତାରାତି ବଡ ଲୋକ ହେବାର ସ୍ବପ୍ନ ଦେଖିଥିଲେ ଜଣେ ଯୁବକ। ଯୁବକ ଜଣକ କାମ କରୁଥିବା ମାଲିକ ବଇରି ସାଜି ଦୋକାନରୁ ୫ ଲକ୍ଷ ଟଙ୍କାର ଜିନିଷ ନେଇ ପଳାଇଛନ୍ତି। ଘଟଣା ଘଟିଛି ଏୟାରପୋର୍ଟ ଥାନା ଅଧୀନ ପୋଖରୀପୁଟ ଅଞ୍ଚଳରେ।
ଅଭିଯୋଗ ମୁତାବକ, ଏଠାରେ ଜିତେନ୍ଦ୍ର କୁମାର ନାୟକ ଲାଇଟ ଆଣ୍ଡ ସାଉଣ୍ଡ ଦୋକାନ କରିଥିଲେ। ୩ ମାସ ପୂର୍ବେ ସେ ଜଣେ ଯୁବକଙ୍କୁ ଏହି କାମରେ ରଖିଥିଲେ। ଗତ ୨୮ ତାରିଖ ସନ୍ଧ୍ୟାରେ ଯୁବକ ଜଣକ ଜନତା ମଇଦାନଠାରେ ପହଞ୍ଚତ୍ ଜିତେନ୍ଦ୍ରଙ୍କ ଭଣଜା ସାଗର ବେହେରାଙ୍କୁ ଭୁଜାଲି ଦେଖାଇ ଦୋକାନ ଚାବି ଏବଂ ତାଙ୍କର ବାଇକ୍ ଜୋରଜବରଦସ୍ତ ଉଠାଇ ନେଇଥିଲେ। ସେହି ରାତିରେ ଦୋକାନରୁ ଡିଜେ ସାଉଣ୍ଡର ସରଞ୍ଜାମ ପୋପ ମେଶିନ, ବକ୍ସଟପ, କଡ, ହାଲୋଜେନ ଆଦି ପ୍ରାୟ ୫ ଲକ୍ଷ ଟଙ୍କାର ଆସବାବପତ୍ର ନେଇ ଫେରାର ହୋଇଯାଇଥିଲେ। ଚୋରି ସମ୍ପର୍କରେ ଜିତେନ୍ଦ୍ର ଶନିବାର ବୁଝାଶୁଝା କରିଥିଲେ। ସେ ନିରାଶ ହୋଇ ରବିବାର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ଅନୁସନ୍ଧାନ ଜାରି ରଖିଥିବା ଏୟାରପୋର୍ଟ ଥାନା ଅଧିକାରୀ ଉମାକାନ୍ତ ପ୍ରଧାନ ସୂଚନା ଦେଇଛନ୍ତି।
ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…
ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…
ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍
ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…
ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…
ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍ ଲାଇନ୍ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…
ବୋଲେରୋରେ ଚାଲାଣ ହେଉଥିଲା କଫ୍ ସିରପ୍: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…
ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍ ସିରପ୍ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍ ସିରପ୍…
ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…
ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି
ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…
ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍ ଏକ ମାସ ପରେ ଏକ ସାଂଘାତିକ…
ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

