Posted inଖେଳ

ମାଲିଙ୍ଗାଙ୍କ ବିଶ୍ୱ ରେକର୍ଡ

କାଣ୍ଡି,୨।୯(ଏଏଫ୍‌ପି): ଶ୍ରୀଲଙ୍କା ପେସର ଲସିଥ ମାଲିଙ୍ଗା ରବିବାର ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ଇତିହାସର ସର୍ବାଧିକ ଉଇକେଟ ନେଇଥିବା ବୋଲର ହେବାର ରେକର୍ଡ ଅଧିକାରୀ ହୋଇଛନ୍ତି। ଏଠାରେ ଖେଳାଯାଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ମ୍ୟାଚ୍‌ରେ କଲିନ ଡେ’ ଗ୍ରାଣ୍ଡହୋମଙ୍କୁ କ୍ଲିନ ବୋଲ୍ଡ କରି ଏହି ସଫଳତା ପାଇଛନ୍ତି। ଏଥିସହ ସେ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦୀ(୯୮)ଙ୍କୁ ପଛରେ ପକାଇ ଦେଇଛନ୍ତି। ୨୦୧୧ରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ୟର୍କର କିଙ୍ଗ୍‌ ଭାବେ ପରିଚିତ ମାଲିଙ୍ଗା ଗତ ଜୁଲାଇରେ କ୍ୟାରିୟରର ଅନ୍ତିମ ଦିନିକିଆ ଖେଳିଥିଲେ। ସେ ପ୍ରଥମ ଓଭରରେ କଲିନ ମୁନ୍‌ରୋଙ୍କୁ କ୍ଲିନ ବୋଲ୍ଡ ଆଉଟ୍‌ କରି ଆଫ୍ରିଦୀଙ୍କ ସମକକ୍ଷ ହୋଇଥିଲେ। ପୂର୍ବତନ ପାକିସ୍ତାନ ଲେଗ୍‌ ସ୍ପିନର ୯୯ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳି ୯୮ ଉଇକେଟ ନେଇଥିଲେ। ୨୦୦୬ରେ ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ ଟି୨୦ ପଦାର୍ପଣ କରିଥିବା ୟର୍କର କିଙ୍ଗ୍‌ ୭୪ତମ ମ୍ୟାଚ୍‌ରେ ବିଶ୍ୱର ସର୍ବାଧିକ ଉଇକେଟ ନେଇଥିବା ବୋଲର ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri