ମାସକର ଖାଦ୍ୟ ମାଗଣାରେ ଦେବାକୁ ନିବେଦନ

କଟକ ଅଫିସ୍‌,୨୬ା୩: କରୋନାକୁ ଦୃଷ୍ଟିରେ ରଖି ୨୧ଦିନ ପାଇଁ ସାରା ଦେଶରେ ତାଲା ବନ୍ଦ ଘୋଷଣା କରାଯାଇଛି। ତେବେ ଏଥିଯୋଗୁ ଦିନମଜୁରିଆ, ଚୁକ୍ତିଭିିିତ୍ତିକ ଶ୍ରମିକ, ନିର୍ମାଣ ଶ୍ରମିକ, ପାଚିକା, ପରିଚାରିକା, ରିକ୍ସା ଚାଳକ, ଅଟୋ ଚାଳକ, ଉଠାଦୋକାନୀ, ଚାଷୀ ପ୍ରମୁଖଙ୍କ ନିତିଦିନିଆ ରୋଜଗାର ବନ୍ଦ ହୋଇଯାଇଛି। ଯଦ୍ୱାରା ଏହି ବର୍ଗର ଲୋକଙ୍କ ପାଇଁ ଦିନକୁ ଦୁଇବେଳା ଖାଦ୍ୟ ସଂଗ୍ରହ କରିବା କଷ୍ଟସାଧ୍ୟ ହୋଇପଡ଼ିଛି। ଏହି ପରସ୍ଥିତିରେ ଏକମାସ ପର୍ଯ୍ୟନ୍ତ ମାଗଣାରେ ସମସ୍ତଙ୍କୁ ଖାଦ୍ୟ ଯୋଗାଇ ଦେବାକୁ ଏସ୍‌.ୟୁ.ସି.ଆଇ(ସି) ଓଡ଼ିିଶା ରାଜ୍ୟ ସଂପାଦକ ଧୁର୍ଜ୍ଜଟୀ ଦାସ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri