ଛତ୍ରପୁର,୪ା୯(ଡି.ଏନ.ଏ)- ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଜୁଲାଇ ୩୧ ତାରିଖରୁ ମାସେ ବ୍ୟାପୀ ଚାଲିଥିବା ଅପରେଶନ ପରୀ-୩ ଅଗଷ୍ଟ ୩୦ରେ ଶେଷ ହୋଇଛି। ନିଖୋଜ ଥିବା, ଶ୍ରମିକ ଭାବେ କାମ କରୁଥିବା ଶିଶୁମାନଙ୍କୁ ଉଦ୍ଧାର କରି ମୁଖ୍ୟସ୍ରୋତକୁ ଆଣିବା ଅପରେଶନ ପରୀ-୩ ର ମୂଳଲକ୍ଷ୍ୟ ଥିଲା। ଏହି ସ୍ପେଶାଲ ଡ୍ରାଇଭ ଗଞ୍ଜାମ ପୋଲିସ ଜିଲା ଅଧୀନ ସମସ୍ତ ଥାନା ଅଞ୍ଚଳରେ ଚାଲିଥିଲା। ମାସକ ମଧ୍ୟରେ ଥାନା ପୋଲିସ ପକ୍ଷରୁ ବିଭିନ୍ନ ହୋଟେଲ, ବ୍ୟବସାୟିକ ପ୍ରତିଷ୍ଠାନ, ରାଶନ ଦୋକାନ, କାଜୁ ଫ୍ୟାକ୍ଟ୍ରି ଆଦିରେ ଚଢ଼ାଉ କରାଯାଇ ୪୭୯ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା। ସେଥିମଧ୍ୟରେ ୪୩୮ ପୁଅ ଓ ୪୧ ଝିଅ ଥିଲେ। ସେମାନଙ୍କ ମଧ୍ୟରୁ ୨ ନାବାଳକଙ୍କୁ ବ୍ରହ୍ମପୁର ସ୍ଥିତ ସିଡବ୍ଲ୍ୟୁସି (ଶିଶୁ କଲ୍ୟାଣ କମିଟି) ପକ୍ଷରୁ ହସ୍ତାନ୍ତର କରାଯାଇଥିଲା। ୯ ଜଣଙ୍କୁ ବ୍ରହ୍ମପୁରସ୍ଥିତ ଚାଇଲ୍ଡଲାଇନ୍ ଏବଂ ୪୬୮ ଜଣଙ୍କୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…
ବର୍ଷାରେ ଧସିଲା ଗାର୍ଡ଼ ୱାଲ୍, ନଦୀକୂଳ ବାସୀ ଭୟଭିତ
ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍ ଗେଟର ଗାର୍ଡ ୱାଲ୍ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…
ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…
ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…
ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…
ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….
ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…
ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…
କଟକ,୧୬।୮: ୧୯୯୩ ବ୍ୟାଚ୍ ଆଇପିଏସ୍ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…
Archives

