Posted inଜାତୀୟ

ମାସିକ ୬ ହଜାର ଟଙ୍କା ଆୟ କରୁଥିବା ଯୁବକଙ୍କ ନାଁରେ ଆସିଲା ୩.୪୯ କୋଟି ଟଙ୍କାର ଆୟକର ନୋଟିସ

ଭୋପାଳ,୧୬।୧: ମଧ୍ୟପ୍ରଦେଶ ଭିଣ୍ଡର ରବି ଗୁପ୍ତା ନାମକ ଜଣେ ଯୁବକଙ୍କ ନିକଟକୁ ୩.୪୯ କୋଟି ଟଙ୍କାର ଆୟକର ନୋଟିସ ଆସିଥିବା ସେ ପ୍ରକାଶ କରିଛନ୍ତି। ତାଙ୍କର ମାସିକ ଆୟ ପ୍ରାୟ ୬ ହଜାର ଟଙ୍କା ହୋଇଥିବା ବେଳେ ଏତେ ପରିମାଣର ଆୟକର ନୋଟିସ ପାଇ ସେ ଚମକି ପଡିଛନ୍ତି। ରବିଙ୍କ କହିବା କଥା ହେଲା, ୨୦୧୧ରେ ତାଙ୍କ ପ୍ୟାନ କାର୍ଡ ଓ ଫଟୋ ବ୍ୟବହାର କରି ବ୍ୟାଙ୍କରେ ଏକ ଆକାଉଣ୍ଟ ଖୋଲା ଯାଇଛି। ଯେଉଁଥିରେ ୧୩୨ କୋଟି ଟଙ୍କା ଟ୍ରାଞ୍ଜାକଶନ୍‌ ମଧ୍ୟ ହୋଇଛି। ହେଲେ ସେ ଏ ବିଷୟରେ କିଛି ଜାଣନ୍ତି ନାହିଁ ଓ ଉକ୍ତ ଆକାଉଣ୍ଟ ସେ ଖୋଲି ନାହାନ୍ତି ବୋଲି କହିଛନ୍ତି। ଆଉ ଏବେ ଏହି ଆୟକର ନୋଟିସ କିପରି ଆସିଲା ବୋଲି ସେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର…

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

CJP ଆନ୍ଦୋଳନ ଭିତରେ ୟୁ-ଟର୍ନ ନେଲେ ସୋନମ ୱାଙ୍ଗଚୁକ: କହିଲେ- ମୁଁ ନିଜର ଅନଶନ…

ନୂଆଦିଲ୍ଲୀ, ୨୦।୭: CJPର ବିରୋଧ ପ୍ରଦର୍ଶନ ମଧ୍ୟରେ ସୋନମ ୱାଙ୍ଗଚୁକଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ଏଥିରେ ସେ ନିଜର ଅନଶନ ଜାରି ରଖିବେ ବୋଲି…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri