କୁଆମରା,୭ା୪(ଡି.ଏନ୍.ଏ.)- କରୋନା ମୁକାବିଲା ପାଇଁ ଗୋପବନ୍ଧୁ ନଗର ବ୍ଲକ ପଶୁଦା ପଞ୍ଚାୟତର ଅଛଡା ନବଜ୍ୟୋତି କିଶୋର କ୍ଲବ ପକ୍ଷରୁ ବିଭିନ୍ନ ଗ୍ରାମର ଲୋକଙ୍କୁ ସଚେତନ କରାଯିବା ସହ ମାସ୍କ ଓ ସାବୁନ ବଣ୍ଟନ କରାଯାଇଛି। କ୍ଲବର ସଭାପତି ପାର୍ଥ ସାରଥୀ ସାହୁ, ସମ୍ପାଦକ ଲେଲିନ କୁମାର ଦେଙ୍କ ତତ୍ତ୍ୱାବଧାନରେ ସଂଘର ସଭ୍ୟ ମାନେ ମାସ୍କ ଓ ସାବୁନ ବଣ୍ଟନ ବିତରଣ କରିଥିଲେ। ସେହିପରି ବରଡିହି ପଞ୍ଚାୟତର ଦେବ ଗାଁ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବେହେରା ଓ ସହକାରୀ ଶିକ୍ଷକମାନେ ଛାତ୍ରୀଛାତ୍ରମାନଙ୍କ ଘରକୁ ଘର ବୁଲି ସାବୁନ ବଣ୍ଟନ କରିବା ସହ ସଚେତନ କରାଇଥିଲେ। ପୁରୁଣା ବାରିପଦା ସନ୍ତୋଷୀ ସେବା ସମିତିର ସଭାପତି ରାଧିକା ଶର୍ମା ଓ ସମ୍ପାଦିକା କ୍ରିଷ୍ଣା ବାଇ ଶର୍ମାଙ୍କ ତତ୍ତ୍ୱାବଧାନରେ ମୁଖ୍ୟ ରାସ୍ତା ଭୋଳପୋଖରୀ ଠାରୁ ଦାମାସାହି ପର୍ଯ୍ୟନ୍ତ ବୁଲା କୁକୁରମାନଙ୍କୁ ଖାଦ୍ୟ ବଣ୍ଟନ କରାଯାଇଛି।
ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…
ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…
୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍-ଅରେଞ୍ଜ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…
ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ
ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ…
ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ
ସୋନପୁର,୧୭।୭; ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ…
ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ
ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…
ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ
ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…
ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍; ଟ୍ରାଫିକ ଜାମ୍, ଲୋକେ ହଟହଟା
ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…
ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ
ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…
Archives

