Posted inପୁରୀ

ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ପୋଲିସ କର୍ମଚାରୀ

ବ୍ରହ୍ମଗିରି,୩୦ା୪(ଡି.ଏନ.ଏ): ଦେଶରେ କରୋନା ଭାଇରସ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଏହାକୁ ରୋକିବା ପାଇଁ କୌଣସି ରୋଗପ୍ରତିଷେଧକ ବାହାରି ନଥିବାରୁ କେବଳ ଲକଡାଉନ ଯୋଗୁ ନିୟନ୍ତ୍ରଣ ହୋଇପାରିବ ବୋଲି କୁହାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ଓ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରାଯାଇଥିବା ବେଳେ ଏହାକୁ ଅବମାନନା କଲେ ୨୦୦ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ପୋଲିସଙ୍କ ଜରିଆରେ ଜନତାଙ୍କୁ ସଚେତନ କରାଯାଇଛିି। ହେଲେ ବି କେତେକ ଏହି ନିର୍ଦ୍ଦେଶକୁ ଅବମାନନା କରୁଥିବାର ଦେଖାଯାଉଥିବା ବେଳେ ଗୁରୁବାର ବ୍ରହ୍ମଗିରି ଅଞ୍ଚଳର ଜଣେ ପୋଲିସ କର୍ମଚାରୀ ମାସ୍କ ନ ପିନ୍ଧି ଜରିମାନା ଦେଇଛନ୍ତି। ସୂଚନାଯୋଗ୍ୟ, ବ୍ରହ୍ମଗିରି ବ୍ଲକ ପ୍ରଶାସନ ତରଫରୁ ମାସ୍କ ବ୍ୟବହାର ନେଇ ସ୍ଥାନୀୟ ପୋଲିସ ସହ ମିଶି ଜୋରଦାର ଚେକିଂ ଚାଲୁ ରହିଛି। ଗୁରୁବାର ଚେକିଂ ସମୟରେ ଜଣେ ପୋଲିସ କର୍ମଚାରୀ ମାସ୍କ ନ ପିନ୍ଧି ଯାଉଥିବାବେଳେ ପ୍ରଶାସନ ଅଧିକାରୀ ଧରାପଡ଼ି ଜରିମାନା ଦେଇଥିଲେ ା ଏହାସହ ୮୭ ଜଣ ଖିଲାପକାରୀଙ୍କଠାରୁ ଏହି ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri