ମାସ୍କ ନ ପିନ୍ଧି ୬୦ଜଣ ଦେଲେ ଜରିମାନା

କୋଣାର୍କ,୪।୫(ଡି.ଏନ.ଏ.): କରୋନା ଲାଗି ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିବାବେଳେ ଏହାକୁ ଅବମାନନା କରିଥିବାରୁ ସୋମବାର କୋଣାର୍କର ୬୦ଜଣଙ୍କ ଜରିମାନା ଦେଇଛନ୍ତି। ଗୋପ ତହସିଲଦାର ପୃଥ୍ବୀରାଜ ମଣ୍ଡଳ, କୋଣାର୍କ ଏନଏସି ନିର୍ବାହୀ ଅଧିକାରୀ ଏମ. ଶ୍ରୀନିବାସ ଓ କୋଣାର୍କ ଥାନା ଅଧିକାରୀ ରଂଜନ କୁମାର ମଲ୍ଲିକଙ୍କ ନେତୃତ୍ୱରେ ଗଠିତ ଏକ ଟିମ କୋଣାର୍କସ୍ଥିତ ମେଡିକାଲ ଛକଠାରେ ଚେକିଂ କରାଯାଇଥିଲା। ୬୦ଜଣ ମାସ୍କ ପିନ୍ଧି ନ ଥିବାରୁ ୨୦୦ଟଙ୍କା ଲେଖାଏ ଜରିମାନା ଆଦାୟ କରାଯିବା ସହ ସଚେତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri