ମାସ୍କ ବାଣ୍ଟିଲେ ପୂର୍ବତନ ବିଧାୟକ

ସଜନାଗଡ଼, ୧।୪(ଡି.ଏନ.ଏ.)-ଧର୍ମଠାରୁ ବଡ଼ ମାନବ ସେବା। ନୀଳଗିରି ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନିଜ ପେନସନ ଅର୍ଥରେ ୨ହଜାରରୁ ଊର୍ଦ୍ଧ୍ୱ ମାସ୍କ କିଣି ବଣ୍ଟନ କରିଛନ୍ତି। ମଙ୍ଗଳବାର ସେ ପ୍ରଥମେ ସାପ୍ତାହିକ ହାଟକୁ ଯାଇ ସେଠାକୁ ଆସୁଥିବା ସାଧାରଣ ଗରିବ ଲୋକ ଓ ଦୋକାନୀଙ୍କୁ ମାସ୍କ ଦେଇଥିଲେ। ଏହାପରେ ଷଡଙ୍ଗୀ ନୀଳଗିରି ମେଡ଼ିକାଲକୁ ଯାଇ ସେଠାରେ କାର୍ଯ୍ୟରତ କର୍ମଚାରୀ, ଚିକିତ୍ସାଧୀନ ରୋଗୀ ଓ ସେଠାରେ ଉପସ୍ଥିତ ଥିବା ପରିବାର ଲୋକଙ୍କୁ ମାସ୍କ ପ୍ରଦାନ କରିଥିଲେ। ଏହାସହ ନୀଳଗିରି ଥାନାରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଓ ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନାଙ୍କୁ ମାସ୍କ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ନୀଳଗିରି ମହାବିଦ୍ୟାଳୟ ପୂର୍ବତନ ଅଧ୍ୟକ୍ଷ ମନୋରଞ୍ଜନ ପଣ୍ଡା, ବରୁଣ କର, ଦେବାନନ୍ଦ ଦାସ, ରଘୁନାଥ ସିଂ, କିଶୋର ଦାସଙ୍କ ସମେତ ହାଇଟେକ୍‌ ମେଡ଼ିକାଲ କଲେଜର ଶେଷବର୍ଷର ଛାତ୍ର ବ୍ରହ୍ମପ୍ରସାଦ ଷଡ଼ଙ୍ଗୀ ଓ ସସ୍ମିତ ରଞ୍ଜନ ଶତପଥୀ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?