ମାସ୍କ ଯୋଗାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମସ୍ତେ ମାସ୍କ ପିନ୍ଧିବା ପାଇଁ ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପରାମର୍ଶ ଦେଇଛନ୍ତି। ଫଳରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତତ୍ପର ହୋଇପଡ଼ିଛି। ବିଭାଗର ସଚିବ ନିକୁଞ୍ଜ ଧଳଙ୍କ ପକ୍ଷରୁ ମାସ୍କ ଯୋଗାଣ ନେଇ ସମସ୍ତ ମହାନଗର ନିଗମର କମିଶନର୍‌ ଏବଂ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବ୍ୟକ୍ତିମାନଙ୍କୁ ତ୍ରିସ୍ତରୀୟ ସର୍ଜିକାଲ୍‌ ମାସ୍କ ଯୋଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସମସ୍ତ ଫିଲ୍‌ଡ ଓ୍ବାର୍କର, ଯାଞ୍ଚ କରୁଥିବା କର୍ମଚାରୀ, ଅତ୍ୟାବଶ୍ୟକକୀୟ ସାମଗ୍ରୀ ଯୋଗାଉଥିବା କର୍ମଚାରୀ ଏବଂ ଆମ୍ବୁଲାନ୍ସର ଚାଳକମାନଙ୍କୁ ମଧ୍ୟ ମାସ୍କ ଯୋଗାଇ ଦିଆଯିବ। ରାଜ୍ୟ ଔଷଧ ନିଗମକୁ ଏହି ମାସ୍କ ଯୋଗାଣ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri