ମାସ୍କ, ସାବୁନ ବାଣ୍ଟିଲେ ପୂର୍ବତନ ମନ୍ତ୍ରୀ

ଖଇରା,୨୧।୪(ଡି.ଏନ.ଏ.)-ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ପଦ୍ମଲୋଚନ ପଣ୍ଡା ଓ ତାଙ୍କ ପୁତ୍ର ତଥା ସତ୍ୟସାଇ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନର ନିର୍ଦ୍ଦେଶକ ଡ ବେଣୁମାଧବ ପଣ୍ଡା ଶନିବାର ଖଇରା ବ୍ଲକର ସୁଣ୍ଢିରା, ମହତୀପୁର, ଗୋବିନ୍ଦପୁର, ସାରୁଗାଁ ,ପଳସା ତଥା ନହଙ୍ଗ ପଞ୍ଚାୟତର ବିଭିନ୍ନ ବସ୍ତି ଓ ସାହି ଗସ୍ତ କରି ଅସହାୟ ଓ ଗରିବମାନଙ୍କୁ ମାସ୍କ ଓ ସାବୁନ ବଣ୍ଟନ କରିଛନ୍ତି ା ପୂର୍ବତନ ମନ୍ତ୍ରୀ ପଣ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦିଆଯାଇଥିବା ୭ଟି ପରାମର୍ଶ ପାଳନ କରି ଘରେ ରହିବାକୁ ଅନୁରୋଧ କରିଥିଲେ ା ଉକ୍ତ କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିରଞ୍ଜନ ବେହେରା, ଖଇରା ମଣ୍ଡଳ ସଭାପତି ରାଜେଶ ରାଉତ, ଶଙ୍କର୍ଷଣ ନାୟକ, ହରିଶ ପରିଡା, ଶରତ ନାୟକ, ଅଭୟ ମହାନ୍ତି, ରମାକାନ୍ତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri