ମାସ୍କ୍ ପିନ୍ଧିବାକୁ ମନା କଲେ ଟ୍ରମ୍ପ୍‌

ୱାଶିଂଟନ, ୪ ।୪: ଆମେରିକାରେ କରୋନ ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ତେବେ ବି ସରକାରଙ୍କ ପକ୍ଷରୁ ଜାତୀୟ ଲକ୍‌ଡାଉନ୍ ନିର୍ଦ୍ଦେଶ ଜାରି ହୋଇ ନାହିଁ । ସମାଜିକ ଦୂରତା ଅବଲମ୍ବନ କରାଯାଉ ନ ଥିବାରୁ ମୃତକଙ୍କ ସଂଖ୍ୟା ତଥା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା କୁହାଯାଉଛି । ଏପରିସ୍ଥଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମାସ୍କ୍ ପିନ୍ଧିବାକୁ ମନା କରିଛନ୍ତି । ଆମେରିକା ସ୍ୱାସ୍ଥ୍ୟ ବିଭାଗର ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ୍ ଅଧିକାରୀ ତାଙ୍କୁ ଘରୁ ବାହାରିବା ସମୟରେ ମାସ୍କ୍ ପିନ୍ଧିବାକୁ ପରାମର୍ଶ ଦେଇଥିଲେ । ଏହା ଭଲ ଅଭ୍ୟାସ । ସେ ଚାହିଁଲେ ଏହାକୁ ପାଳନ କରିପାରିବେ । ମାତ୍ର ସେ ପ୍ରତିଦିନ ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ଅନ୍ୟ ଉଚ୍ଚ ଅଧିକାରୀଙ୍କୁ ଭେଟୁଥିବାରୁ ଏଭଳି କରିବାକୁ ଅନିଚ୍ଛା ପ୍ରକାଶ କରିଛନ୍ତି । ଏହାର ଉତ୍ତର ମଧ୍ୟ ସେ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ୍ ଅଧିକାରୀଙ୍କୁ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri