Posted inଜାତୀୟ

ମିଡ ଡେ ମିଲରେ ଛାତ୍ରୀଛାତ୍ରଙ୍କୁ ଦିଆଯାଉଛି ଶୁଖିଲା ରୁଟି, ଲୁଣ

ମିର୍ଜାପୁର,୨୩।୮: କେନ୍ଦ୍ର ସରକାର ଛାତ୍ରୀଛାତ୍ରଙ୍କ ପାଇଁ ବିଭିନ୍ନ ଯୋଜନାମାନ କରୁଛନ୍ତି। ହେଲେ ଯୋଜନା ସବୁ ବାଟ ହୁଡୁଛି। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ମିର୍ଜାପୁରର ଏକ ପ୍ରାଇମେରୀ ସ୍କୁଲରେ। ଉକ୍ତ ସ୍କୁଲରେ ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ସେମାନଙ୍କୁ ମିଡ ଡେ ମିଲରେ ସୁଖା ରୁଟି ଓ ଲୁଣ ଦିଆଯାଉଥିବା ଦେଖିବାକୁ ମିଳିଛି। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ ଜିଲାପାଳ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏଭଳି ଅବବ୍ୟସ୍ଥା ଅଭିଯୋଗରେ ୨ଜଣ ଶିକ୍ଷକଙ୍କୁ ଜିଲାପାଳ ନିଲମ୍ବିତ କରିଥିବା ବେଳେ ସୁପରଭାଇଜରଙ୍କୁ ଜବାବ ତଲବ କରିଛନ୍ତି। ଅନ୍ୟପଟେ ଏହି ମାମଲାର ଯାଞ୍ଚ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଯୋଗୀ ସରକାର ପିଲାମାନଙ୍କର ମିଡ ଡେ ମିଲର ଖ୍ୟାଦ୍ୟ ତାଲିକା ପୂର୍ବରୁ ପ୍ରସ୍ତୃତ କରିଥିବା ବେଳେ ଏଭଳି ଘଟଣା ସମ୍ନାକୁ ଆସିବା ଏକ ଲଜ୍ଜ୍ୟାଜନକ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?