ମିତାଲି ରାଜଙ୍କ ବାୟୋପିକ୍‌ରେ ନଜର ଆସିବେ ତାପସି

ମୁମ୍ବାଇ: ଖେଳ ଦୁନିଆର କେତେଜଣ ବ୍ୟକ୍ତିତ୍ୱଙ୍କୁ ନେଇ ତିଆରି ହେଉଛି ଗୋଟିଏ ପରେ ଗୋଟିଏ ବାୟୋପିକ୍‌। ଏବେ ଭାରତୀୟ ମହିଳା କ୍ରିକେଟର କ୍ୟାପଟେନ୍‌ ମିତାଲି ରାଜଙ୍କ ବାୟୋପିକ୍‌ ନିର୍ମାଣ ହେବାକୁ ଯାଉଛି। ଆଉ ଏଥିରେ ନଜର ଆସିବେ ବଲିଉଡ୍‌ ବିୟୁଟି ତାପସି ପନ୍ନୁ। ମିତାଲିଙ୍କ ୩୭ ତମ ଜନ୍ମଦିନରେ ଏହି ଘୋଷଣା କରାଯାଇଥିବା ଜଣାପଡିଛି। ରାହୁଲ ଢୋଲକିୟା ଏହାର ନିର୍ଦ୍ଦେଶନା ଦେଉଥିବା ବେଳେ ଫିଲ୍ମର ଟାଇଟଲ ରହିଛି ‘ସାବାସ ମିଥୁ’। ଏପର୍ଯ୍ୟନ୍ତ ଏହାର ରିଲଜ୍‌ ଡେଟ୍‌ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ସୂଚନାଯୋଗ୍ୟ, ମିତାଲି ମାତ୍ର ୧୭ ବର୍ଷ ବୟସରେ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବେଳେ ପ୍ରଥମରୁ ହିଁ ୧୧୪ ରନ୍‌ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ। ଏହାପରେ ସେ ଆଉ ପଛକୁ ଫେରି ଚାହିଁ ନାହାଁନ୍ତି। ଭାରତୀୟ ମହିଳା କ୍ରିକେଟରେ ୨୦ ବର୍ଷ ପୂରଣ କରିଥିବା ମିତାଲି ପ୍ରଥମ କ୍ରିକେଟର।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ବିଜୟଙ୍କୁ ପଛରେ ପକାଇଦେଲେ ତ୍ରିଶା: ଖେଳିଗଲା…

ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନ ଏବଂ ସୂର୍ଯ୍ୟା ଅଭିନୀତ ଫିଲ୍ମ ‘କରୁପ୍ପୁ’ ଦର୍ଶକଙ୍କଠାରୁ ଏକ ଜବରଦସ୍ତ ପ୍ରତିକ୍ରିୟା ପାଇଛି। ବକ୍ସ ଅଫିସରେ ଚମତ୍କାର ବ୍ୟବସାୟ କରିଛି। ଫିଲ୍ମ ମୁକ୍ତିଲାଭ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri