ମିଲିଟାରୀ ଗୁଇନ୍ଦା ସ୍କାନରରେ ଦଲାଲ

ଗୋପାଳପୁର,୨୫ା୩-ଆଗାମୀ ଦିନରେ ସୈନ୍ୟ ବାହିନୀରେ ଲୋୟର ଡିଭିଜନ କ୍ଲର୍କ (ଏଲଡିସି)ରେ ଚାକିରି କରାଇଦେବା ନାଁରେ ଠକେଇ କରିଥିବା ଅଭିଯୋଗରେ ଗତ ୨୦ ତାରିଖରେ ଜନୈକ ଯୁବକଙ୍କୁ ମିଲିଟାରୀ ଗୋଇନ୍ଦା ଓ ଗୋପାଳପୁର ଥାନା ପୋଲିସ ସହାୟତାରେ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। ବର୍ତ୍ତମାନ ମଧ୍ୟ କିଛି ଦଲାଲ ସକ୍ରିୟ ରହିଛନ୍ତି। ବିଭିନ୍ନ ଚାକିରି ଆଶାୟୀଙ୍କୁ ସେମାନେ ଟାର୍ଗେଟ କରୁଥିବା ଖବର ମିଲିଟାରୀ ଗୁଇନ୍ଦା ଅଧିକାରୀଙ୍କ ନିକଟରେ ପହଞ୍ଚତ୍ଥିବା ସେମାନଙ୍କ ଠାରୁ ସୂଚନା ମିଳିଛି। ଉକ୍ତ ଦଲାଲମାନେ ଏବେ ମିଲିଟାରୀ ଗୁଇନ୍ଦା ବିଭାଗ ସ୍କାନରରେ ରହିଛନ୍ତି। ସୂଚନାଥାଉକି ଗତ ୨୦ ତାରିଖରେ ଜନୈକ ବ୍ୟକ୍ତି ଛତ୍ରପୁର ଅଞ୍ଚଳର ଜଣେ ଯୁବକଙ୍କୁ ସୈନ୍ୟ ବାହିନୀରେ ଚାକିରି କରାଇଦେବାକୁ କହି ୬୦ ହଜାର ଟଙ୍କା ନେଇଥିଲେ। ଏହି ଖବର ମିଲିଟାରୀ ଗୁଇନ୍ଦା ଓ ଗୋପାଳପୁର ଥାନା ପୋଲିସ ଜାଣିବା ପରେ ଉକ୍ତ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ତଦନ୍ତକାରୀ ଅଧିକାରୀ ଏସ. ଶଙ୍କର ରାଓ ଠକେଇ ସମ୍ପର୍କରେ ସମ୍ପୂର୍ଣ୍ଣ ପ୍ରମାଣ ରହିଥିବା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?