Posted inଜାତୀୟ

ମିଳିଲା ବାୟୁସେନା ବିମାନ ଏଏନ୍‌-୩୨ର କିଛି ଭଗ୍ନାବଶେଷ

ଇଟାନଗର,୧୧।୬: ନିଖୋଜ ଥିବା ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ର କିଛି ଅଂଶ ଅରୁଣାଞ୍ଚଳ ପ୍ରଦେଶର ୧୬ କିଲୋମିଟର ଉତ୍ତରରେ ଥିବା ଲିପୋରେ ମିଳିଥିବା ସୂଚନା ମିଳିଛି। ଭାରତୀୟ ବାୟୁସେନାର ଏମ୍‌ଆଇ-୧୭ ହେଲିକେପ୍ଟର ସାହାଯ୍ୟରେ ଏହାର ସନ୍ଧାନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜୁନ ୩ରେ ଜୋରହାଟ ବିମାନବନ୍ଦରରୁ ଉଡିବାର କିଛି ସମୟ ମଧ୍ୟରେ ବିମାନଟି ନିଖୋଜ ହୋଇଯାଇଥିଲା। ଏଥିରେ ୧୩ଜଣ ଯାତ୍ରୀ ରହିଥିଲେ। ତେବେ ମିଳିଥିବା ଭଗ୍ନାଂଶଟି ଏଏନ୍‌-୩୨ର କି ନୁହେଁ ସେନେଇ ଏବେ ସ୍ପଷ୍ଟ ହୋଇନାହିଁ। ବିମାନର ଅନ୍ୟ ଅଂଶ ଗୁଡିକୁ ଖୋଜିବା ପାଇଁ ସିଆଙ୍ଗ ଜିଲାର ଗେଟ ଗାଁରେ ଏଏମ୍‌ଆଇ-୧୭ ହେଲିକେପ୍ଟର ଏବେ ବି ସର୍ଚ୍ଚ ଅପରେଶନ୍‌ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri