ମିଶନ ଜିରୋ-ଏଫ୍‌କୁ ଖିମଜୀର ୧୫ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୨-୯: ପ୍ରମୁଖ ଜୁଏଲେରୀ ଚେନ୍‌ ଷ୍ଟୋର ଖୀମଜି ଜୁଏଲର୍ସ ପକ୍ଷରୁ ରାଜ୍ୟ ସରକାରଙ୍କ ମିଶନ ଜିରୋ-ଏଫ କାର୍ଯ୍ୟକ୍ରମକୁ ୧୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ଖୀମଜିର ନିର୍ଦ୍ଦେଶକ ମିତେଶ ଖୀମଜି ଏଥି ସଂକ୍ରାନ୍ତ ଅର୍ଥରାଶିକୁ କଟକ ଜିଲାପାଳଙ୍କୁ ହସ୍ତାନ୍ତର କରିଥିଲେ। ଏକ ଦାୟିତ୍ୱବାନ ପଦକ୍ଷେପ ସ୍ବରୂପ ରାଜ୍ୟର ଶିକ୍ଷା ସଂସ୍କାର ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା ଶୋ’ରୁମ ପକ୍ଷରୁ କୁହାଯାଇଛି। କଟକ ଜିଲା ପ୍ରଶାସନ ପକ୍ଷରୁ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କ ୧୦୦% ସଫଳତା ନେଇ ଲକ୍ଷ୍ୟ ରଖାଯାଇଛି। ଗୁଣବତ୍ତା ଶିକ୍ଷା ଦ୍ୱାରା ଛାତ୍ରୀଛାତ୍ରଙ୍କୁ ଆଗକୁ ବଢିବା ଲାଗି ଏଭଳି ପଦକ୍ଷେପ ବିଶେଷ ଭାବେ ସହାୟକ ହେବ। ଅଧିକ ହାରରେ ଛାତ୍ରୀଛାତ୍ର ଉଚ୍ଚ ଶିକ୍ଷା ଲାଭ କରିବା ସହ ରାଜ୍ୟର ବିକାଶ ଧାରାରେ ଯୋଗଦାନ ରଖି ପାରିବେ। ଆଜିର ଶିଶୁ କାଲିର ଭବିଷ୍ୟତ ହୋଇଥିବାରୁ ଗୁଣାତ୍ମକ ଶିକ୍ଷା ଦ୍ୱାରା ସେମାନଙ୍କ ବିକାଶ ଲାଗି ଖୀମଜି ଏହାର ଯୋଗଦାନ ଜାରି ରଖିବ ବୋଲି ନିର୍ଦ୍ଦେଶକ ମିତେଶ ଖିମଜୀ କହିଛନ୍ତି। ଏହି ଅବସରରେ ସେ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ମାନଙ୍କୁ ନେଇ ଆୟୋଜିତ ହୋଇଥିବା ମିଶନ ଜିରୋ କର୍ମଶାଳାରେ ଯୋଗଦେଇଥିଲେ। ଖୀମଜି ଗ୍ରୁପ ପକ୍ଷରୁ ନିକଟରେ ଫନି ପ୍ରଭାବିତଙ୍କ ସହାୟତା ଲାଗି ୨୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବର୍ତ୍ତମାନ ଭୁବନେଶ୍ୱର, କଟକ, ରାଉଲକେଲା ଏବଂ ବ୍ରହ୍ମପୁର ଭଳି ସହରଗୁଡିକରେ ଖୀମଜି ଷ୍ଟୋର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri