Posted inଖେଳ

ମିଶ୍ରି ଖାଇଲେ ମିଳିବ ଏହି ୫ଟି ଫାଇଦା

ମିଶ୍ରି ପାଟିକୁ ଯେତିକି ମିଠା, ଶରୀର ପାଇଁ ମଧ୍ୟ ସେତିକି ଉପକାରୀ। ମିଶ୍ରି ସେବନ ଦ୍ୱାରା ଅନେକ ରୋଗ ଭଲ ହୋଇଥାଏ। ମିଶ୍ରିର ୫ ଉପକାରୀ ଗୁଣ ବିଷୟରେ ଜାଣନ୍ତୁ।

ଥଣ୍ଡା, କାଶରୁ ମୁକ୍ତି ଦିଏ ମିଶ୍ରି
ଶୀତଦିନେ ଅନେକ ଥଣ୍ଡା, ଜ୍ୱର ଓ କାଶ ଭଳି ରୋଗରେ ଆକ୍ରାନ୍ତ ହୋଇଥାନ୍ତି। ଏହି ସବୁ ଥଣ୍ଡାଜନିତ ରୋଗରୁ ଉପଶମ ପାଇବା ପାଇଁ ମିଶ୍ରି ଗୁଣ୍ଡକୁ ଗୋଲମରିଚ ଗୁଣ୍ଡ ଓ ଘିଅ ସହ ମିଶାଇ ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏହି ମିଶ୍ରଣକୁ ରାତି ସମୟରେ ଖାଆନ୍ତୁ। ଏହାଦ୍ୱାରା ଥଣ୍ଡା କାଶରୁ ମୁକ୍ତି ମିଳିଥାଏ।

ହିମୋଗ୍ଲୋବିନ ସ୍ତର ବୃଦ୍ଧି କରେ :
ଶରୀରରେ ହିମୋଗ୍ଲୋବିନ୍ର ସ୍ତର କମ ହେବା ଦ୍ୱାରା ରକ୍ତର ଅଭାବ ଦେଖାଦେଇଥାଏ। ଯାହା ଫଳରେ କିଛି କାମ ନକରି ମଧ୍ୟ ଥକା ଲାଗିଥାଏ। ଏପରିକି ଶରୀର ଦୁର୍ବଳ ଲାଗେ। ମିଶ୍ରି ଏହି ସମସ୍ତ ସମସ୍ୟାକୁ ସମାଧାନ କରିଥାଏ। ନିୟମିତ ମିଶ୍ରି ଖାଇବା ଦ୍ୱାରା ଶରୀରରେ ହିମୋଗ୍ଲୋବିନ ସ୍ତର ବୃଦ୍ଧି ପାଇଥାଏ ଓ ରକ୍ତ ସଞ୍ଚାଳନ ଠିକ ହୋଇଥାଏ।

ଖାଦ୍ୟ ହଜମ କରେ
ଖାଦ୍ୟ ଖାଇବା ପରେ ପାନମହୁରୀ ସହ ମିଶ୍ରି ଖାଇଲେ ଖାଦ୍ୟ ଭଲ ହଜମ ହୁଏ।

ଶରୀରକୁ ଶକ୍ତି ଯୋଗାଏ
ମିଶ୍ରି ଖାଇଲେ ଶରୀରରୁ ଶକ୍ତି ମିଳିଥାଏ। ପ୍ରତିଦିନ ସକାଳେ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିଥାଏ।

ନାକରୁ ରକ୍ତ ପଡୁଥିଲେ
ଅନେକ ଲୋକଙ୍କ ନାକରୁ ରକ୍ତ ପଡିବା ସମସ୍ୟା ରହିଛି। ମିଶ୍ରି ଖାଇବା ଦ୍ୱାରା ଏହି ସମସ୍ୟା କିଛିକାଂଶରେ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ୱତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ୱତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri