ମୁଁ ସନ୍ନି ଲିଓନ ନୁହେଁ, ଦୟାକରି ମୋତେ ଫୋନ୍‌ କରନ୍ତୁ ନାହିଁ

ନୂଆଦିଲ୍ଲୀ,୩୦।୭: ପର୍ନ ଷ୍ଟାରରୁ ବଲିଉଡ୍‌ ଅଭିନେତ୍ରୀ ପାଲଟି ଥିବା ସନ୍ନି ଲିଓନ ଘରେ ଘରେ ବେଶ୍‌ ପରିଚିତ। ଏବେ କିନ୍ତୁ ତାଙ୍କ ନାଁକୁ ନେଇ ଜଣେ ବ୍ୟକ୍ତି ଅଡୁଆରେ ପଡିଯାଇଛନ୍ତି। ସନ୍ନି ନିକଟରେ ଏକ ଫିଲ୍ମ ଡାଇଲଗ୍‌ କହିବା ବେଳେ ତାଙ୍କ ଫୋନ୍‌ ନମ୍ବର କହୁଛନ୍ତି। ଆଉ ଏହି ନମ୍ବର ପାଇବା ପରେ ବହୁ ବ୍ୟକ୍ତି ଫୋନ୍‌ କରିବା ଆରମ୍ଭ କରିଛନ୍ତି। କେବଳ ସେତିକି ନୁହେଁ ଫୋନ୍‌ କରି ଅଶ୍ଳୀଳ କଥା ମଧ୍ୟ କହୁଛନ୍ତି। ଅସଲରେ ଏହି ନମ୍ବରଟି ସନ୍ନି ଲିଓନଙ୍କର ନୁହେଁ ଏହା ହେଉଛି ମୋର୍ଯ୍ୟ ଏନକ୍ଲେଭରେ ରହୁଥିବା ଜଣେ ବ୍ୟକ୍ତିଙ୍କର। ସେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ଜଣାପଡିଛି। ଗତ ପ୍ରାୟ ୨-୩ ଦିନ ହେବ ତାଙ୍କ ଫୋନ୍‌କୁ ଦିନକୁ ପାଖାପାଖି ୩ଶହ କଲ୍‌ ଆସୁଥିବାରୁ ସେ ବ୍ୟତିବ୍ୟସ୍ତ ହୋଇ ପଡିଛନ୍ତି। ଏନେଇ ସେ ପୋଲିସରେ ଅଭିଯୋଗ କରିବା ସହ ସେ ସନ୍ନି ଲିଓନ ନୁହେଁ ବୋଲି ଯେତେ କହିଲେ ମଧ୍ୟ ତାଙ୍କ କଥା କେହି ନ ଶୁଣି ଓଲଟା ତାଙ୍କୁ ଅଶ୍ଳୀଳ କଥା କହୁଥିବା ସେ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri