ମୁକ୍ତ ହେଲେ ୫ କଏଦୀ

ବାରଙ୍ଗ,୨୫।୧୧(ଡି.ଏନ.ଏ): ଜାମୁଝରିସ୍ଥିତ ବିଜୁ ପଟ୍ଟନାୟକ ମୁକ୍ତାକାଶ କାରାଶ୍ରମରୁ ତିନିଦିନ ମଧ୍ୟରେ ୫ଜଣ କଏଦୀ ମୁକ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ବତନ୍ତ୍ର ଜେଲରୁ ୨୦୧୦ରେ ଏଠାକୁ ଆସିଥିବା ଦୀପକ କୁମାର ସାହୁ ଓ ଚୌଦ୍ୱାର ସର୍କଲ ଜେଲ୍‌ରୁ ୨୦୧୨ରେ ଆସିଥିବା ଅସଗର୍‌ ଖାଁକୁ ଗୁରୁବାର ଖଲାସ କରାଯାଇଛି। କୋରାପୁଟ ସର୍କଲ ଜେଲରୁ ୨୦୧୨ରେ ଆସିଥିବା ମନୋଜ କୁମାର ପାଢୀ ଓ କେନ୍ଦୁଝର ଜିଲା କାରାଗାରରୁ ୨୦୧୮ରେ ଆସିଥିବା ମଙ୍ଗଳସିଂ ମୁଣ୍ଡାକୁ ଶୁକ୍ରବାର ଖଲାସ କରାଯାଇଛି। ସେହିଭଳି ଶନିବାର ରାଉରକେଲାର ସ୍ବତନ୍ତ୍ର ଜେଲରୁ ୨୦୧୮ରେ କାରାଶ୍ରମକୁ ଆସିଥିବା ଧାମା ମିଞିଆଙ୍କୁ ଖଲାସ କରାଯାଇଛି। ସେମାନେ ନରହତ୍ୟା ଅଭିଯୋଗରେ ଦୋଷୀ ସାବ୍ୟସ୍ଥ ହୋଇ ୧୨ବର୍ଷ ସଜା କାଟିବାପରେ ଚରିତ୍ରରେ ପରିବର୍ତ୍ତନ ଘଟୁଥିବା କଏଦୀମାନଙ୍କୁ ଏହି କାରାଶ୍ରମକୁ ଆସିଥାନ୍ତି। ୫ଜଣ କଏଦୀ ଖଲାସ ପରେ କାରାଶ୍ରମରେ ୭୦ଜଣ ଅନ୍ତେବାସୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri