ମୁଖ୍ୟ ବନ ସଂରକ୍ଷକଙ୍କ ଡାଳିଯୋଡା ଗସ୍ତ

ଛତିଆ,୧ା୬(ଡି.ଏନ.ଏ.)- ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର ମୁଖ୍ୟ ବନ ସଂରକ୍ଷକ ସଞ୍ଜୀବ କୁମାର ତ୍ରିପାଠୀ ଶୁକ୍ରବାର ଡାଳିଯୋଡା ବନାଞ୍ଚଳର ଚଣ୍ଡିଖୋଲ ସେକ୍ସନ୍‌ ଗସ୍ତରେ ଆସିଥିଲେ। ମହାବିନାୟକ ନର୍ସରୀ ଓ ମହାବିନାୟକ ସଂରକ୍ଷିତ ଜଙ୍ଗଲରେ ବାତ୍ୟା କ୍ଷତିଗ୍ରସ୍ତ ଜଙ୍ଗଲ ପରିଦର୍ଶନ କରିଥିଲେ। ଏଥିସହ ତେଲିଗଡ଼ଠାରେ ୫୦ ଏକର ନଣ୍ଡାପାହାଡ ବନୀକରଣ ହୋଇଥିବା କାମ ଦେଖିବା ସହ କ୍ଷୟକ୍ଷତି ଆକଳନ କରି ଫେରିଯାଇଛନ୍ତି। ଉକ୍ତ ପରୀକ୍ଷଣ ସମୟରେ କଟକ ଏସିଏଫ୍‌ ଶରତ କୁମାର ସାହୁ, ଡାଳିଯୋଡା ବନାଞ୍ଚଳ ଅଧିକାରୀ ଏସିଏଫ୍‌ ମନୋରଞ୍ଜନ ସ୍ବାଇଁ, ଚଣ୍ଡିଖୋଲ ବନପାଳ ଶଶିକାନ୍ତ ବେହେରା, ବନରକ୍ଷୀ ଇପ୍ସିତ୍‌ ରାୟ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri